Browsing Category

ରାଜ୍ୟ

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପୁତୁରା କହି ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀଙ୍କ ପୁତୁରା କହି ଲୋକଙ୍କୁ ଚୁନା ଲଗାଉଥିବା ଠକକୁ ବାନ୍ଧିଲା କ୍ୟାପିଟାଲ ଥାନା ପୋଲିସ। ଚାକିରି ଦେବା ଓ ବଦଳି କରାଇବାକୁ କହି କୋଟି କୋଟି ଟଙ୍କା ଠକେଇ କରୁଥିଲା…

ରାଜ୍ୟରେ ତିଆରି ହେବ ୧୨ଶହରୁ ଅଧିକ ଚେକ୍ ଡ୍ୟାମ

ଭୁବନେଶ୍ୱର: ରାଜ୍ୟରେ ନିର୍ମାଣ ହେବ ୧୨ ଶହରୁ ଅଧିକ ଚେକ୍ ଡ୍ୟାମ୍। ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହଲିଙ୍ଗ। ଏନେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ…

ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଆଭିମୁଖ୍ୟରେ ଉଚ୍ଚଶିକ୍ଷାନୁଷ୍ଠାନକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରିବା- ଧର୍ମେନ୍ଦ୍ର…

ଉଚ୍ଚଶିକ୍ଷାନୁଷ୍ଠାନ ଗୁଡିକ ପାଇଁ ‘ସଂସ୍ଥାଗତ ବିକାଶ ଯୋଜନା’ ଉପରେ ୟୁଜିସିର କର୍ମଶାଳା ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ଆଭିମୁଖ୍ୟରେ ଉଚ୍ଚଶିକ୍ଷାନୁଷ୍ଠାନକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ…

ଗ୍ୟାସ ବିସ୍ଫୋରଣକୁ ନେଇ ଏପରି ରାୟ ଦେଲେ ହାଇକୋର୍ଟ

କଟକ: ଗ୍ୟାସ ବିସ୍ଫୋରଣକୁ ନେଇ ଗୁରୁତ୍ବପୂର୍ଣ୍ଣ ରାୟ ଦେଲେ ଓଡିଶା ହାଇକୋର୍ଟ । ଏଣିକି ଗ୍ୟାସ ବିସ୍ଫୋରଣ ହେଲେ ମିଳିବ କ୍ଷତିପୂରଣ । ଆଜି ନୟାଗଡ ସିଲିଣ୍ଡର ବିସ୍ଫୋରଣ ମାମଲାରେ ଶୁଣାଣି ବେଳେ…

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା: ଆଇପିଏସ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ

ବଲାଙ୍ଗୀର: ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ସାକ୍ଷ୍ୟ ଗ୍ରହଣ l ପାଟଣାଗଡ଼ ଏଡିଜେ କୋର୍ଟରେ ଆଇପିଏସ ଅରୁଣ ବୋଥ୍ରାଙ୍କ ସାକ୍ଷ୍ୟ ଗ୍ରହଣ l ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାର…

ବ୍ରୁନେଇ ଏବଂ ସିଙ୍ଗାପୁର ଅଭିମୁଖେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ଆଜିଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରୁନେଇ ଏବଂ ସିଙ୍ଗାପୁର ଅଭିମୁଖେ ଗସ୍ତ କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରଣନ୍ଧିର ଜୈସୱାଲ କହିଛନ୍ତି ଯେ…

ହାଇକୋର୍ଟ ବେଞ୍ଚ ପ୍ରସଙ୍ଗ ତେଜିବା ପରେ ସ୍ପଷ୍ଟିକରଣ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ଗଠନ ହେବା ପ୍ରସଙ୍ଗ ତେଜିବା ପରେ ଆଜି ଗୃହରେ ସ୍ପଷ୍ଟିକରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ହାଇକୋର୍ଟ ବେଞ୍ଚ ଗଠନ ହେବା…

ସୁଭଦ୍ରା’ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ବର: ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ । ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୁଭଦ୍ରା ପୋର୍ଟାଲ ଉନ୍ମୋଚନ କରିଛନ୍ତି । ସୁଭଦ୍ରା ଯୋଜନାର ସମସ୍ତ ସୂଚନା ଏହି ପୋର୍ଟାଲରେ ଉପଲବ୍ଧ…

ରାଜ୍ୟରେ ଚିହ୍ନଟ ହେବେ ବାଂଲାଦେଶୀ ଅନୁପ୍ରବେଶକାରୀ

ଭୁବନେଶ୍ୱର: ରାଜ୍ୟରେ ବାଂଲାଦେଶୀଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ । ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ଚିହ୍ନଟ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସୂଚନା ଅନୁଯାୟୀ,…

ପାରାଦୀପରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ

ପାରାଦୀପ: ପାରଦୀପ ବାଉରିଆ ପାଳନ୍ଦା ନିକଟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ହୋଇଛି। ମାଲବାହୀ ଟ୍ରେନର ଦୁଇଟି ବଗି ଲାଇନଚ୍ୟୁତ ହୋଇଛି। ଗୋଟିଏ ବଗି ଟ୍ରାକ୍ ବାହାରକୁ ଓଲଟି ପଡିଥିବାବେଳେ…