Browsing Category

ରାଜ୍ୟ

ଜାରି ରହିଛି ପ୍ରବଳ ଶୀତ, ଘନ କୁହୁଡ଼ି ସାଙ୍ଗକୁ ଶୀତଳ ଲହରୀ ଏବଂ ତୁଷାରପାତର ଚେତାବନୀ ଦେଲା IMD

ନୂଆଦିଲ୍ଲୀ: ଭାରତର ବିଭିନ୍ନ ସ୍ଥାନରେ ପ୍ରବଳ ଶୀତ ଜାରି ରହିଛି। ଜାଡରେ ଥରୁଛି ଅଧାରୁ ଅଧିକ ଭାରତ। ତା ଉପରେ ପୁଣି ଆସନ୍ତା ୫ ତାରିଖ ଯାଏଁ IMD ଘନ କୁହୁଡ଼ି, ଶୀତ ଲହରୀ ଏବଂ ତୁଷାରପାତର…

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧୀ

ଭୁବନେଶ୍ୱର: ଓଡ଼ିଶାରେ ଦଳର ସଂଗଠନକୁ ମଜଭୁତ କରିବା ପାଇଁ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଚଳିତ ବର୍ଷ ମାର୍ଚ୍ଚ ମାସରେ ଓଡ଼ିଶା ଆସିବେ ବୋଲି ଜଣାପଡ଼ିଛି। ସେ ଏହି ଅବସରରେ ଏକ…

ଫେରିବ ‘ପଥ ଉତ୍ସବ’, ଶୀତ ସକାଳେ ମଜା ନେବେ ରାଜଧାନୀ ବାସିନ୍ଦା

ଭୁବନେଶ୍ବର: ପଥୋତ୍ସବର ମଜା ନେବେ ରାଜଧାନୀ ବାସିନ୍ଦା । ବିଏମସି ପକ୍ଷରୁ ଆସନ୍ତା ୪ ତାରିଖ ସକାଳ ସାଢେ ୬ରୁ ମାଷ୍ଟରକ୍ୟାଣ୍ଟିନଠାରୁ ରାମ ମନ୍ଦିର ମଧ୍ୟରେ ୨0୨୬ର ପ୍ରଥମ ପଥ ଉତ୍ସବ ଆରମ୍ଭ ହେବ…

ସୁସ୍ଥ ହେଉଛନ୍ତି ଅଭିଜିତ୍, ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ

ଭୁବନେଶ୍ବର: ଓଡ଼ିଶା ବାସୀଙ୍କ ପାଇଁ ଖୁସି ଖବର। ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । ଦୁଇଦିନ ଭିତରେ ଏମ୍ସରୁ ହୋଇପାରନ୍ତି ଡିସଚାର୍ଜ ।ଲୋକପ୍ରିୟ ସଙ୍ଗୀତକାର ଅଭିଜିତ…

ବଢିବ ଶ୍ରୀମନ୍ଦିର ପରିଚାଳନା ଆୟ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଥିବା ହଜାର ହଜାର ଏକର ଜମି ରାଜ୍ୟ ତଥା ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଅବ୍ୟବସ୍ଥିତ ଢଙ୍ଗରେ ପଡ଼ିରହିଛି। ଏଥିରୁ ଶ୍ରୀମନ୍ଦିରର କିଛି ଆୟ…

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ତ୍ରୁଟି; ସ୍ପଷ୍ଟୀକରଣ ରଖିଲା ମନ୍ଦିର ପ୍ରଶାସନ

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଦ୍ୱାରା ପ୍ରସ୍ତୁତ କ୍ୟାଲେଣ୍ଡରରେ ଏକ ତ୍ରୁଟି ଦେଖାଯିବା ପରେ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଯାହାକୁ ନେଇ…

କୋଲକାତାରେ ଅମିତ ଶାହଙ୍କ ରଣହୁଁକାର: ୨୦୨୬ରେ ବେଙ୍ଗଲରେ ବିଜେପି ସରକାର

କୋଲକାତା: ବଙ୍ଗଳା ନିର୍ବାଚନ ପୂର୍ବରୁ କୋଲକାତାରେ ଅମିତ ଶାହଙ୍କ ରଣହୁଁକାର। ୨୦୨୬ରେ ବେଙ୍ଗଲରେ ବିଜେପି ସରକାର ନିଶ୍ଚିତ ବୋଲି କହିଲେ ଗୃହମନ୍ତ୍ରୀ। ଶାହ କହିଛନ୍ତି, ୨୦୨୪ରେ ଓଡ଼ିଶା ଓ…

ନୂଆବର୍ଷ ଭିଡକୁ ଦୃଷ୍ଟିରେ ରଖି ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ:ଆସୁଛି ନୂଆବର୍ଷ ଏଥିପାଇଁ ସମସ୍ତ ପର୍ଯ୍ୟଟନ ସ୍ଥଳୀରେ  ଜମୁଛି ଭିଡ଼ । ଜମୁଛି ଭୋଜି ଭାତର ଆସର ।  ସେଥିମଧ୍ୟରୁ ଜଗନ୍ନାଥ ଧାମ ପୁରୀରେ ମଧ୍ୟ ବଢିଲାଣି ଶ୍ରଦ୍ଧାଳୁଙ୍କ ଭିଡ଼ । ପ୍ରତିଦିନ…

ହ୍ୟୁମାନ ମୃତ୍ୟୁ ମାମଲା; ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅର୍ପିତା ଚୌଧୁରୀ

କଟକ: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ମୃତ୍ୟୁ ମାମାଲାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ। ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଅର୍ପିତା ଆବେଦନ କରିଛନ୍ତି। ପୂର୍ବରୁ ଏହି…

ଫିକା ପଡ଼ିବ ଜିରୋ ନାଇଟ୍‌ ସେଲିବ୍ରେସନ୍: ଅସ୍ଥାୟୀ ମଦ ଲାଇସେନ୍ସ ଖାରଜ

ଭୁବନେଶ୍ୱର: ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍। ଏଥର କଠୋର ହୋଇଛି ଅବକାରୀ ବିଭାଗ। ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ। ଯାହାକୁ ନେଇ…