Browsing Category

ରାଜ୍ୟ

ଆରବିଆଇ ପକ୍ଷରୁ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ପୁରୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ପୁରୀ ଜିଲ୍ଲାରେ ଆଜି ଏକ କ୍ଷେତ୍ରସ୍ତରୀୟ ଆର୍ଥିକ ସାକ୍ଷରତା କାର୍ଯ୍ୟକ୍ରମ (ଏଫ୍ଏଲ୍ଏଫ୍ଏଲ୍ଇ) ଅନୁଷ୍ଠିତ ହୋଇଯାଇଛି । ଏହାକୁ ମଧୁକର…

ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟକୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗ ବେପାରୀ ଓଡ଼ିଶାକୁ ଆଳୁ ଦେବେ ନାହିଁ ବୋଲି ମନା କରିବା ପରେ ରାଜ୍ୟରେ ପୁଣି ଦେଖାଦେବ ଆଳୁ ସଙ୍କଟ । ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର…

ବିଦ୍ୟୁତ୍ ଆଘାତରୁ ରାମୁର ମୃତ୍ୟୁ ହୋଇଛି: ପିସିସିଏଫ

ଭୁବନେଶ୍ୱର: ଚନ୍ଦକା-ଡମପଡା ଅଭୟାରଣ୍ୟର ଭରତପୁର ସଂରକ୍ଷିତ ଜଙ୍ଗଲରେ ସୋମବାର ଦନ୍ତାହତୀ ରାମୁର ମୃତ୍ୟୁ ହୋଇଥିଲା। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ତାର ମୃତ୍ୟୁ ଘଟିଥିବା ନେଇ ସୂଚନା ଦେଇଛନ୍ତି…

ନିମାପଡା ଏନଏସି: ବଞ୍ଚିଲା ବିଜେଡି ଗାଦି

ପୁରୀ: ନିମାପଡା ଏନଏସିରେ ବଞ୍ଚିଲା ବିଜେଡି ଗାଦି । ଏନଏସି ଅଧ୍ୟକ୍ଷା ସସ୍ମିତା ସାହୁଙ୍କ ବିରୋଧରେ ଅନାସ୍ତା ପ୍ରସ୍ତାବ ଖାରଜ ହୋଇଛି । ଅନସ୍ଥା ସପକ୍ଷରେ ୮ଟି ଭୋଟ ଆବଶ୍ୟକ ଥିବା ବେଳେ…

ଭାଇ ଭଉଣୀଙ୍କ ମଧ୍ୟରେ ଅତୁଟ ବିଶ୍ୱାସର ପ୍ରତୀକ ହେଉଛି ରାକ୍ଷୀ – ଧର୍ମେନ୍ଦ୍ର ପ୍ରଧାନ

ରାକ୍ଷୀ ପୂର୍ଣ୍ଣିମା’ରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ରାକ୍ଷୀ ପିନ୍ଧାଇଲେ ସ୍କୁଲ ଛାତ୍ରୀ • ରାଷ୍ଟ୍ରପତି ଭବନରେ ଦେଶର କୋଣ ଅନୁକୋଣରୁ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ରାକ୍ଷୀ…

୨୨ରେ ଇଡି ଅଫିସ ଘେରିବ କଂଗ୍ରେସ, ଶକ୍ତି ପ୍ରଦର୍ଶନ କରିବାକୁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଫିସ ଘେରିବ କଂଗ୍ରେସ। ଅଖିଳ ଭାରତ କଂଗ୍ରେସ କମିଟି ଆହ୍ୱାନକ୍ରମେ ଦେଶବ୍ୟାପି ଇଡି ଅଫିସ (ପ୍ରବର୍ତନ ନିର୍ଦ୍ଦେଶାଳୟ)…

ଅଗଷ୍ଟ ୨୦ ଓ ୨୨ରେ ସପ୍ତମ ଗୁରୁନମନ ଶାସ୍ତ୍ରୀୟ ନୃତ୍ୟ ଉତ୍ସବ

ଭୁବନେଶ୍ୱର: ସର୍ବଭାରତୀୟ ଓଡିଶାନୃତ୍ୟ ଅନୁଷ୍ଠାନ ନୃତ୍ୟଧାମ ପକ୍ଷରୁ ଜାତୀୟ ସ୍ତରୀୟ ସମସ୍ତ ଲବ୍ଧପ୍ରତିଷ୍ଠିତ ଓଡିଶୀ ନୃତ୍ୟ ଗୁରୁମାନଙ୍କୁ ନେଇ ଆଗାମୀ ଅଗଷ୍ଟ ୨୦ ଓ ୨୨ରେ ରବିନ୍ଦ୍ର ମଣ୍ଡପରେ…

ହଷ୍ଟେଲ ଶୌଚାଳୟରେ ଭୂତ ଥିବା ଅଭିଯୋଗ, ଅନ୍ତେବାସୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର

ମାଲକାନଗିରି: ମାଲକାନଗିରି ଜିଲ୍ଲାର ଖଇରପୁଟ ବ୍ଲକରେ ଥିବା କାଦାମଗୁଡା ଆଶ୍ରମ ବିଦ୍ୟାଳୟର ବାଳିକା ହଷ୍ଟେଲ ଶୌଚାଳୟରେ ଭୂତ ଦେଖାଯିବା ନେଇ ଅଭିଯୋଗ ପରେ ଅନ୍ତେବାସୀଙ୍କୁ ସ୍ଥାନାନ୍ତର…

ରାକ୍ଷୀ ପୂର୍ଣ୍ଣିମା ଓ ବଡ଼ ଠାକୁର ବଳଭଦ୍ରଙ୍କ ଜନ୍ମୋତ୍ସବ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ଦୁଇଟି ପର୍ବ ପାଳନ ହୋଇଥାଏ। ଆଜି ପ୍ରଭୁ ବଳରାମ ଜନ୍ମ ଗ୍ରହଣ କରିଛନ୍ତି। ତେଣୁ ଶ୍ରୀମନ୍ଦିରରେ ବଳଭଦ୍ରଙ୍କ ଜନ୍ମ…

ଖଲ୍ଲିକୋଟରେ ଚାଞ୍ଚଲ୍ୟ, ଦୋକାନ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଖଲ୍ଲିକୋଟ: ଗଞ୍ଜାମ ଜିଲା ଖଲ୍ଲିକୋଟରେ ଚାଞ୍ଚଲ୍ୟ। ଦୋକାନ ଭିତରୁ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଲଙ୍ଗଳେଶ୍ବର ଗାଁରେ ଏକ ଗ୍ରୋସସରୀ ଦୋକାନ ଭିତରୁ ଉଦ୍ଧାର ହେଲା ଦମ୍ପତିଙ୍କ ମୃତଦେହ।…