Browsing Category

ରାଜ୍ୟ

୩ ଯାଏଁ ଛେଚିବ, ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ନେଇ ସତର୍କତା ଜାରି କଲେ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ । ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର,…

ଶାଶ୍ୱତ ମିଶ୍ର ହେଲେ ଅର୍ଥ ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି।…

୧୪ଟା ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୭ଟି ଗେଟ୍ । ମୋଟ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ…

ଖୁବ୍‌‌ଶୀଘ୍ର ମରାମତି ହେବ ରତ୍ନଭଣ୍ଡାର, ହଜିଯାଇଥିବା ଚାବି ଷଡ଼ଯନ୍ତ୍ରର ହେବ ଖୁଲାସା: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଖୁବ୍ ଶୀଘ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନା ଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଏସଆଇ ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ…

ସାମ୍ବାଦିକା ମଧୁମିତା ମୃତ୍ୟୁ ମାମଲା; ଫରେନ୍‌ସିକ୍‌ ଲ୍ୟାବ ପଠାଯିବ ମୋବାଇଲ

ଭୁବନେଶ୍ୱର: ଭୁବନେଶ୍ୱରରେ ସାମ୍ବାଦିକା ମଧୁମିତା ପରିଡ଼ାଙ୍କ ମୃତ୍ୟୁ ମାମଲାରେ ବଢୁଛି ସସପେନ୍ସ। ମଧୁମିତାଙ୍କ ସ୍ବାମୀ ଶ୍ରୀଧରଙ୍କ ଆଉ କାହା ସହିତ ସମ୍ପର୍କ ଅଛି କି ନା ସେନେଇ ଖୋଳତାଡ ଜାରି…

କାହା ପାଇଁ ଓଡିଶାକୁ ଆସିଲା ଆଳୁ? ତେଜିଲା ରାଜନୀତି

ଭୁବନେଶ୍ବର: କାହା ପାଇଁ ଓଡିଶାକୁ ଆସିଲା ଆଳୁ? କାହା ହସ୍ତକ୍ଷେପ ପରେ ପଶ୍ଚିମବଙ୍ଗରୁ ଆସିଲା ଆଳୁ ଗାଡ଼ି ? ଆଳୁକୁ ନେଇ ତେଜିଲା ଶ୍ରେୟ ରାଜନୀତି । ଶାସକ, ବିରୋଧୀ ମୁହାଁମୁହିଁ । ବିଜେଡି…

ବିକଶିତ ଓ ପ୍ରଗତିଶୀଳ ଓଡ଼ିଶା ଗଠନ ପାଇଁ କଲ୍ୟାଣକାରୀ ବଜେଟ୍ – ଧର୍ମେନ୍ଦ୍ର ପ୍ରଧାନ

୨୦୨୪-୨୫ ବର୍ଷ ପାଇଁ ₹୨.୬୫ ଲକ୍ଷ କୋଟିର ଓଡ଼ିଶା ବଜେଟକୁ କେନ୍ଦ୍ରମନ୍ତ୍ରୀଙ୍କ ସ୍ୱାଗତ *ବିକଶିତ ଓ ପ୍ରଗତିଶୀଳ ଓଡ଼ିଶା ଗଠନ ପାଇଁ କଲ୍ୟାଣକାରୀ ବଜେଟ୍ - ଧର୍ମେନ୍ଦ୍ର ପ୍ରଧାନ • ବଜେଟରେ…

ମଧୁମିତା ମୃତ୍ୟୁ ରହସ୍ୟ…ଗିରଫ ହେଲେ ସ୍ବାମୀ

ଭୁବନେଶ୍ବର: କେମିତି ହେଲା ମହିଳା ସାମ୍ବାଦିକା ମଧୁମିତା ପରିଡାଙ୍କ ମୃତ୍ୟୁ? ଟ୍ରେନ୍ ଆଗକୁ ଡେଇଁ ଆତ୍ମହତ୍ୟା କଲେ ନା କରାଯାଇଛି ହତ୍ୟା? ୫ବର୍ଷ ଧରି ପ୍ରେମ ସଂପର୍କ ପରେ ଗତ ମାର୍ଚ୍ଚ…

ଅଗଷ୍ଟ ୧ରେ ଖୋଲିବ ଭିତରକନିକା,ପ୍ରଥମଥର ପାଇଁ ସ୍କାଏ ଓକର ମଜା ନେବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା; ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ପାଇଁ ମେ ୧ରୁ ଜୁଲାଇ ୩୧ ତାରିଖ…

ମୋହନ ସରକାରଙ୍କ ପ୍ରଥମ ବଜେଟ୍, ଧାର୍ଯ୍ୟ ଏମଏସପି ଠାରୁ ମିଳିବ ୮ଶହ ଟଙ୍କା ଅଧିକ

ଭୁବନେଶ୍ବର: ଆଜି ରାଜ୍ୟ ବଜେଟ୍ । କ୍ଷମତାକୁ ଆସିବା ପରେ ଏହା ବିଜେପି ସରକାରର ପ୍ରଥମ ବଜେଟ୍ । ଏନେଇ ବିକଶିତ ଓଡିଶା ପାଇଁ ବଜେଟ୍ ଉପସ୍ଥାପନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।…