Browsing Category

ରାଜ୍ୟ

ବାହୁଡାରେ ବି ଅଟକିଲେ ଶ୍ରୀ ବଳଦେବଜୀଉ, ଅଧା ରାସ୍ତାରେ ଅଟକିଲା ବ୍ରହ୍ମ ତାଳଧ୍ଵଜ

କେନ୍ଦ୍ରାପଡା: ରଥଯାତ୍ରା ପରେ ଆଜି ବାହୁଡାରେ ବି ଅଟକିଲା ବ୍ରହ୍ମ ତାଳଧ୍ୱଜ ରଥ । ଓମଫେଡ ଅଫିସ ନିକଟରେ ବାମମୋଡ଼ ନେଇ ଢଳିଲା ରଥ । ଭକ୍ତମାନେ ଯେତେ ଟାଣିଲେ ବି ଆଗକୁ ଗଡୁନି ରଥ। ଫଳରେ…

ଏଏସଓଙ୍କୁ ମାଡ ମାରିବା ଘଟଣା; ପୁଣି ବର୍ଷିଲା ବିଜେଡି

ଭୁବନେଶ୍ବର: ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡମାରିବା ଘଟଣାକୁ ପାଖାପାଖି ୮ ଦିନ ବିତିଯାଇଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟନୁଷ୍ଠାନ ଗ୍ରହଣ କରିନାହିଁ ପ୍ରଶାସନ । ଲିଖିତ ଅଭିଯୋଗ ହେଲା…

ଏଯାଏଁ ମିଳୁନି ମହାନଦୀକୁ ଡେଇଁଥିବା ଯୁବକଙ୍କ ପତ୍ତା

କଟକ: ଗତକାଲି ରାତିରେ ଯୋବ୍ରା ନିକଟ ମହାନଦୀକୁ ଡେଇଁ ପଡିଥିବା ଯୁବକଙ୍କୁ ଖୋଜୁଛି ଅଗ୍ନିଶମ ବାହିନୀ। ଏପର୍ଯ୍ୟନ୍ତ ତାଙ୍କର କୌଣସି ପତ୍ତା ମିଳିନାହିଁ। ନିଖୋଜ ଯୁବକ ଜଣକ ହେଉଛନ୍ତି କଟକ…

ଭିତିରି ରତ୍ନଭଣ୍ଡାର ତାଲାଚାବି ନେଇ କିଛି ଏମିତି କହିଲେ ମୁଖ୍ୟ ପ୍ରଶାସକ….

ପୁରୀ: ବହୁ ତର୍କବିତର୍କ ପରେ ଖୋଲିଛି ରତ୍ନଭଣ୍ଡାର । ଏହାର ପ୍ରାରମ୍ଭିକ ପଦକ୍ଷେପ ନିଆସରିବା ପରେ ଏବେ ଆସନ୍ତା ୧୮ରେ ଖୋଲିବ ଭିତିରି ରତ୍ନଭଣ୍ଡାର । ତେବେ ୧୪ ତାରିଖ ଦିନ ବାହାର ରତ୍ନଭଣ୍ଡାର…

ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନିତ ହେଲେ କୃଷ୍ଣା ମହାନ୍ତି

ଭୁବନେଶ୍ଵର: ରାଷ୍ଟ୍ରୀୟ ଗାନ୍ଧୀ ପୁରସ୍କାରରେ ସମ୍ମାନିତ ହେଲେ କୃଷ୍ଣା ମହାନ୍ତି। ରାଷ୍ଟ୍ରୀୟ ସ୍ତରରେ ଗାନ୍ଧୀ ଓ ସର୍ବୋଦୟ ବିଚାରର ସର୍ବୋଚ୍ଚ ସଂଗଠନ ସର୍ବ ସେବା ସଂଘ (ଅଖିଳ ଭାରତ ସର୍ବୋଦୟ…

ସବୁ ଜିଲ୍ଲାରେ ଖୋଲିବ ପରିବା ମଣ୍ଡି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ଦରଦାମ ନିୟନ୍ତ୍ରଣ ପାଇଁ କରାଯିବ ପ୍ରୟାସ। ଏଥି ସହିତ ପ୍ରତି ଜିଲ୍ଲାରେ ଖୋଲିବ ପରିବା ମଣ୍ଡି। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ପଞ୍ଜୀକୃତ ହେଲା ୧୭୦୦ ଅଭିଯୋଗ

ଭୁବନେଶ୍ୱର: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଅଭିଯୋଗ ପ୍ରକୋଷ୍ଠରେ ଚାଲିଥିବା ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ…

ବାହୁଡୁଛନ୍ତି ମହାବାହୁ: ମାଉସୀ ମା’ ହାତରୁ ଖାଇବେ ପୋଡପିଠା, ଅପେକ୍ଷାରେ ମାଉସୀ

ପୁରୀ: ବାହୁଡୁଛନ୍ତି ମହାବାହୁ । ବାହୁଡ଼ା ଯାତ୍ରାରେ ମହାପ୍ରଭୁ ଶ୍ରୀମନ୍ଦିର ଫେରିବା ବେଳେ ମାଉସୀ ମା’ଙ୍କ ହାତରୁ ପୋଡ଼ପିଠା ଖାଇବା ପରମ୍ପରା ରହିଛି । କାହିଁ କେଉଁ ଯୁଗରୁ ଏହି ପରମ୍ପରା…

ଜଗନ୍ନାଥଙ୍କ ପାଇଁ ବଞ୍ଚିଗଲା ଟ୍ରମ୍ପଙ୍କ ଜୀବନ: ଇସ୍କନ ଉପ ସଭାପତି

ନୂଆଦିଲ୍ଲୀ: ରବିବାର ପେନସିଲଭିନିଆରେ ହୋଇଥିବା ଗୁଳିମାଡ଼ରେ ଅଳ୍ପକେ ବର୍ତ୍ତିଛନ୍ତି ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ। ସେ ଜଗନ୍ନାଥଙ୍କ କୃପାରୁ ବର୍ତ୍ତି ଯାଇଛନ୍ତି ବୋଲି…

ନିୟମକୁ ଫୁ କରି ରଥ ଉପରକୁ ମୋବାଇଲ ନେଇ ଭିଡିଓ କଲେ ସେବାୟତ

ପୁରୀ; କଡ଼ା ଚେତାବନୀ ସତ୍ତ୍ବେ ମଧ୍ୟ ସୁଧୁରୁନାହାଁନ୍ତି ସେବାୟତ । ବାରମ୍ବାର କଡ଼ା ଚେତାବନୀ ସତ୍ତ୍ୱେ ମଧ୍ୟ ବାହୁଡ଼ା ଯାତ୍ରାରେ ସେବାୟତମାନେ ରଥ ଉପରେ ମୋବାଇଲ ଧରି ଭିଡିଓ କରୁଥିବାର…