Browsing Category

ରାଜ୍ୟ

ଦିନକୁ ଦିନ ବଢୁଛି ସାଇବର ଠକଙ୍କ ଦୌରାତ୍ମ୍ଯ, ୬ ମାସରେ ୩୬ କୋଟି ଲୁଟିଲେ

ଭୁବନେଶ୍ୱର: ଦିନକୁ ଦିନ ବଢିଚାଲିଛି ସାଇବର ଠକଙ୍କ ଦୌରାତ୍ମ୍ଯ। ଶିକାର ହେଉଛନ୍ତି ଜନତା। ଗତ ୬ ମାସ ମଧ୍ୟରେ ଭୁବନେଶ୍ୱରରେ ସାଇବର ଅପରାଧ ଜନିତ ୨ ହଜାର ୩୯୪ଟି ରିପୋର୍ଟ ଥାନାକୁ ଆସିଛି।…

ଗୃହ ବିଭାଗକୁ ବଦଳି ହେଲେ ବିବାଦୀୟ ଆଇପିଏସ ଅଫିସର ଆଶିଷ ସିଂ

ଭୁବନେଶ୍ବର: ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ବଦଳି । ଗୃହ ବିଭାଗ ଓଏସଡି ଭାବେ ଆଶିଷ ସିଂଙ୍କୁ ନିଯୁକ୍ତ କଲେ ମୋହନ ସରକାର । ପୂର୍ବ ବିଜେଡି ସରକାରରେ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା…

ଫସିଯିବେ ଅଭିନେତ୍ରୀ ରିୟା ଦେ !

ଭୁବନେଶ୍ବର: ବଢିଲା ଜଣାଶୁଣା ଓଲିଉଡ ଅଭିନେତ୍ରୀ ରିୟା ଦେଙ୍କ ଅଡୁଆ । ଘରୋଇ ସହାୟିକାଙ୍କୁ ନିର୍ଯାତନା ମାମଲା କଟକ ବିଡାନାସୀ ଥାନାକୁ ସ୍ଥାନାନ୍ତର କରାଯାଇଛି। ରିୟା ଓ ତାଙ୍କ ସ୍ବାମୀ ସୁନିଲ…

ମୁଖ୍ୟମନ୍ତ୍ରୀଙ୍କୁ ନବୀନ ପଟ୍ଟନାୟକଙ୍କ ଚିଠି: ପହଣ୍ଡି ଅଘଟଣ ଯେପରି ପୁନରାବୃତ୍ତି ନହେବ, ତାହା ସୁନିଶ୍ଚିତ କରିବାକୁ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ପହଣ୍ଡି ଅଘଟଣ ଯେପରି ପୁନରାବୃତ୍ତି ନହେବ, ସେନେଇ ସୁନିଶ୍ଚିତ କରିବାକୁ ଅନୁରୋଧ କଲେ ବିରୋଧୀ ଦଳ…

ଜୟନାରାୟଣଙ୍କୁ କେମିତି ମନାଇବ ବିଜେପି ?

ଭୁବନେଶ୍ବର: ବିଜେପି ବିରୋଧୀ ସିଟରେ ଥିବା ବେଲେ ଗର୍ଜୁଥିଲେ ଜୟନାରାୟଣ । କଥା କଥାରେ ବିଜେଡି ସରକାର ଓ ଭିକେ ପାଣ୍ଡିଆନଙ୍କୁ ଦେଉଥିଲେ କଡା ଟକ୍କର । ବିରୋଧୀ ଦଳ ନେତା ଭାବେ ବିଜେଡି…

ହ୍ୟୁମାନ ସାଗର ବିବାଦରେ ମନୋଜ ମିଶ୍ର ଟୁଇଷ୍ଟ

ଭୁବନେଶ୍ବର: ହ୍ୟୁମାନ ସାଗର ବିବାଦରେ ନୂଆ ଟୁଇଷ୍ଟ। ଜଗନ୍ନାଥ ଭଜନକୁ ପରିହାସ କରି ଗାଇବାକୁ ନେଇ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ନାଁରେ ଥାନାରେ ଏତଲା ଦିଆଯାଇଛି । ସୋସିଆଲ୍…

ଚାଲିଥିଲା ପ୍ରୋସେସନ, ବରର ବାପାଙ୍କ ଉପରେ ଚଢ଼ିଗଲା ବରଯାତ୍ରୀ ବସ୍

ନରସିଂହପୁର: ବାହାଘର ପ୍ରୋସେସନରେ ଅଘଟଣ। ପୁଅ ବାହାଘର ପ୍ରୋସେସନ୍‌ରେ ଚାଲିଗଲା ବାପାର ଜୀବନ। ପ୍ରୋସେସନ୍‌ ବେଳେ ବରଯାତ୍ରୀ ବସ୍ ଧକ୍କାରେ ବରର ବାପା ମୃତ।ନରସିଂହପୁର ଥାନା ଚତରାପଦା ଛକରେ…

କାଲିର ଘଟଣାରୁ ଯାହା ଶିଖିବା କଥା ସେବାୟତ ଶିଖିଛନ୍ତି: ଗଜପତି

ପୁରୀ: ବଡ଼ଠାକୁର ପଡ଼ିଯିବା ଘଟଣା। ପରିଚାଳନା ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା। ଯାହା ଘଟିଲା ତାହା ସମସ୍ତଙ୍କୁ ମର୍ମାହତ କରିଛି । କାଲିର ଘଟଣାରୁ ଯାହା ଶିଖିବା କଥା…

ପ୍ରଭୁ ବଳଭଦ୍ରଙ୍କ ପଡ଼ିଯିବା ଘଟଣା: ୩ଜଣିଆ କମିଟି ଗଠନ, ନିଲାଦ୍ରିବିଜେର ୧୦ ଦିନ ଭିତରେ ରିପୋର୍ଟ

ପୁରୀ: ପରିଚାଳନା କମିଟି ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା। ୧୪ରେ ରତ୍ନ ଭଣ୍ଡାର ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। କିନ୍ତୁ କେବେ ଖୋଲିବ ସେନେଇ ସରକାର ନିଷ୍ପତ୍ତି…

ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା

ମୁମ୍ବାଇ: ପୁଅ ପାଇଁ ପଦବୀ ହରାଇଲେ ଶିବସେନା ନେତା। ୱର୍ଲି ‘ହିଟ୍ ଆଣ୍ଡ ରନ୍’ ମାମଲାର ଅଭିଯୁକ୍ତ ମିହିର ଶାହାଙ୍କୁ ମଙ୍ଗଳବାର ଗିରଫ କରିଥିଲା ପୋଲିସ। ଶିବସେନା ନେତା ରାଜେଶ ଶାହଙ୍କ ପୁଅ…