Browsing Category

ରାଜ୍ୟ

ଲୋକସଭାରେ ବିରୋଧୀ ଦଳ ନେତା ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି ଭେନୁଗୋପାଳ ସୂଚନା…

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

• ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବିକାଶମୂଳକ କାର୍ଯ୍ୟ ହେବ ତ୍ୱରାନ୍ୱିତ ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୬ - ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର…

ରଥଯାତ୍ରାକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ପୁରୀ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ବର ଓ ପୁରୀରେ ବିଭିନ୍ନ…

ଆଜି ଦିଲ୍ଲୀ ଯିବେ ମୋହନ ମାଝୀ, ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ୨ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ…

କ’ଣ ଲୁଚାଇବାକୁ ପ୍ରଣବ ପ୍ରକାଶ ଦାସଙ୍କ କ୍ବାର୍ଟର୍ସ ଭଙ୍ଗା ?

ଭୁବନେଶ୍ବର: ଭଙ୍ଗା ଚାଲିଛି ଭୁବନେଶ୍ବରରେ ଥିବା ବିଜେଡି ସାଂଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ। କୁହାଯାଉଛି, ଘରେ ରହିଥିଲା ବିଳାସମୟ କୋଠା।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ପ୍ରବଳ ଛେଚିବ

ଭୁବନେଶ୍ବର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ୨୭ରେ ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା…

ଆଜି ବାଚସ୍ପତି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ଏନଡିଏ, ଆସନ୍ତାକାଲି ଲୋକସଭା ବାଚସ୍ପତି ନିର୍ବାଚନ

ନୂଆଦିଲ୍ଲୀ: କିଏ ହେବେ ଅଷ୍ଟାଦଶ ଲୋକସଭାର ବାଚସ୍ପତି ?  ବୁଧବାର ବାଚସ୍ପତି ପଦ ଲାଗି ନିର୍ବାଚନ ଅନୁଷ୍ଠିତ ହେବ। ଆଜି ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିବ ଏନଡିଏ। ମଧ୍ୟାହ୍ନ ୧୨ଟା ସୁଦ୍ଧା…

ସଂସଦରେ ଓଡ଼ିଆ ସାଂସଦଙ୍କ ଶପଥ ଗ୍ରହଣ: ସଂସ୍କୃତରେ ପ୍ରତାପ ଷଡଙ୍ଗୀ ଓ ସାନ୍ତାଳୀ ଭାଷାରେ ଶପଥ ନେଲେ ନବଚରଣ ମାଝୀ

ନୂଆଦିଲ୍ଲୀ: ଆଜି ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସଂସଦରେ ଶୁଭିଲା ଓଡ଼ିଆ ଅସ୍ମିତାର ସ୍ୱର। ସଂସ୍କୃତ, ସାନ୍ତାଳୀ ଓ ଓଡ଼ିଆ ଭାଷାରେ ଶପଥ ନେଲେ ଓଡ଼ିଶା ସାଂସଦ। ଗତକାଲି କାମଚଳା ବାଚସ୍ପତି…

ପୂର୍ବ ଶତ୍ରୁତାକୁ ନେଇ ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଭୁବନେଶ୍ୱର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପରସ୍ପର ମଧ୍ୟରେ ମରଣାନ୍ତକ ଆକ୍ରମଣ। ଏହି ଘଟଣାରେ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ସୂଚନା ଅନୁଯାୟୀ, ତିନି ଯୁବକ…

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଲା ବିଜେଡି, ଏବେ କହିବା କେତେ ଉପଯୁକ୍ତ?

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ ଗସ୍ତ ସାରି ଫେରି ଆସିଛନ୍ତି ମୋହନ ମାଝୀ। କିନ୍ତୁ ଗସ୍ତ ବେଳେ ଉଦବୋଧନ ଦେଇ କହିଥିଲେ, କିଭଳି ସୁନାର କେନ୍ଦୁଝରର ଲୁଟ୍…