Browsing Category

ରାଜ୍ୟ

ସବୁ ଚର୍ଚ୍ଚା ଉପରେ ବିରାମ, ମୋହନ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସବୁ କଲ୍ପନା ଜଲ୍ପନା ଉପରେ ଲାଗିଲା ବିରାମ । ଇତିହାସ ରଚିଲା ବିଜେପି । ୨୪ ବର୍ଷ ପରେ ଓଡିଶାକୁ ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ…

ଘଡଘଡି, ବିଜୁଳି ସହ ବର୍ଷା ସମ୍ଭାବନା ନେଇ ୧୯ଟି ଜିଲ୍ଲାରେ କାଳବୈଶାଖୀ ସତର୍କତା

ଭୁବନେଶ୍ଵର: ରାଜ୍ୟରେ କାଳବୈଶାଖୀ ହେବା ନେଇ ସତର୍କ କରାଇଲା ଆଞ୍ଚଳିକ ପାଣିପାଗ ବିଭାଗ। କାଳବୈଶାଖୀ ପ୍ରଭାବରେ ଘଡଘଡି, ବିଜୁଳି ସହ ବର୍ଷା ହେବ ସମ୍ଭାବନା ରହିଛି। ତେଣୁ ଏନେଇ ୧୯ଟି ଜିଲ୍ଲାକୁ…

ସରକାରୀ ଚାକିରିଆଙ୍କୁ ଜୁନ୍ ୩୦ ଯାଏଁ ଛୁଟି ମନା

ଭୁବନେଶ୍ବର: ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ମନା । ଆସନ୍ତାକାଲି ଶପଥ ଗ୍ରହଣ ପୂର୍ବରୁ ଆସିଲା କିଛି ବଡ ନିର୍ଦ୍ଦେଶ । ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରି…

ସୁରକ୍ଷା ବଳୟରେ ଛାଉଣି ହେବ ଜନତା ମଇଦାନ, ମୁତୟନ ହେବେ ୬୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ସଜେଇ ହେଉଛି ଜନତା ମଇଦାନ । କଡା ସୁରକ୍ଷା ବଳୟରେ ଚାଲିବ ଶପଥ ଗ୍ରହଣ ସମାରୋହ । ଏଥିସହିତ ଗତକାଲି ଶପଥ ସମାରୋହରେ…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା…

ନୂଆଦିଲ୍ଲୀ ସ୍ଥିତ ହଜଖାସ୍ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ

ଓଡ଼ିଶା ସମେତ ଦେଶବାସୀଙ୍କ ସେବା କରିବା ପାଇଁ ପୁଣି ସୁଯୋଗ ମିଳିବା ସୌଭାଗ୍ୟର ବିଷୟ – ଧର୍ମେନ୍ଦ୍ର ପ୍ରଧାନ • କେନ୍ଦ୍ର କ୍ୟାବିନେଟରେ ପୁନର୍ବାର ସାମିଲ କରିବା ପାଇଁ ସାଢେ ୪ କୋଟି…

ସମ୍ବଲପୁର ସମେତ ଓଡ଼ିଶାବାସୀଙ୍କୁ ‘ଶୀତଳଷଷ୍ଠୀ’ର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

‘ଶୀତଳଷଷ୍ଠୀ’ ହେଉଛି ଓଡ଼ିଶାର ଅନନ୍ୟ ସାଂସ୍କୃତିକ ଐତିହ୍ୟର ଭବ୍ୟ ସ୍ୱରୂପ -ଧର୍ମେନ୍ଦ୍ର ପ୍ରଧାନ • ଶୀତଳଷଷ୍ଠୀ ହେଉଛି ବର୍ଷା ପାଇଁ ଭଗବାନଙ୍କ ପାଖରେ ଆଶୀର୍ବାଦ ଭିକ୍ଷା କରିବାର ପବିତ୍ର…

ଶିତଳଷଷ୍ଠୀ ପାଇଁ ଉତ୍ସବମୁଖର ସମ୍ବଲପୁର

ସମ୍ବଲପୁର: ପ୍ରସିଦ୍ଧ ଶିତଳଷଷ୍ଠୀ ପାଇଁ ଚଳଚଞ୍ଚଳ ହୋଇପଡିଛି ସମ୍ବଲପୁର ସହର । ଆଜି ଦେବ ଦେବ ମହାଦେବଙ୍କ ବିବାହ ଉତ୍ସବ । ଏଥିପାଇଁ ପାଇଁ ସରିଛି ସମସ୍ତ ପ୍ରସ୍ତୁତି । ସହରର ସମସ୍ତ ଶିବାଳୟ…

ଟି୨୦ ବିଶ୍ୱକପରେ ପାକିସ୍ତାନ ଉପରେ ଭାରତର ପ୍ରଭୂତ୍ୱ ଜାରୀ

ନ୍ୟୁୟର୍କ: ଟି୨୦ ବିଶ୍ୱକପ କ୍ରିକେଟରେ ପାକିସ୍ତାନ ଉପରେ ଭାରତ ତାର ପ୍ରଭୂତ୍ୱ ଜାରୀ ରଖିଛି । ଓଭରାଲ ୮ଟି ମୁକାବିଲାରୁ ଭାରତର ଏହା ୭ମ ବିଜୟ । ସେହିପରି ଟି୨୦ରେ ଉଭୟ ଦଳ ମଧ୍ୟରେ ୧୩ଟି ମ୍ୟାଚ…

ମଣିପୁର ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଟିମ୍‌ ଉପରକୁ ଆକ୍ରମଣ, ୨ ଯବାନ ଆହତ

ଇମ୍ଫାଲ: ମଣିପୁର ମୁଖ୍ୟମନ୍ତ୍ରୀ ଏନ. ବୀରେନ ସିଂହଙ୍କ କନଭୟ ଉପରକୁ ଗୁଳିମାଡ । କାଙ୍ଗପୋକି ଜିଲ୍ଲାର କୁକୀ ସମ୍ପ୍ରଦାୟର ସନ୍ଦିଗ୍ଧ ଆତଙ୍କାବଦୀଙ୍କ ପକ୍ଷରୁ ଏହି ଗୁଳିମାଡ଼ କରାଯାଇଥିବା ସୂଚନା…