Browsing Category
ରାଜ୍ୟ
ଥରିବ ଓଡ଼ିଶା; ଆହୁରି ଦୁଇ ଦିନ ଯାଏଁ ଘନ କୁହୁଡ଼ି
ଭୁବନେଶ୍ୱର: ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି।
ସୁନ୍ଦରଗଡ଼, କୋରାପୁଟ…
ଧନୁସଂକ୍ରାନ୍ତିରେ ମହାପ୍ରଭୁ ଖାଇଲେ ପହିଲିଭୋଗ, ବାପ ଘର ଗଲେ ମା’ ମହାଲକ୍ଷ୍ମୀ
ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି…
ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି: ବୈଜୟନ୍ତ ପଣ୍ଡାଙ୍କୁ ପୁଣି ମିଳିଲା ଆସାମ ଦାୟିତ୍ବ
ଭୁବନେଶ୍ୱର: ଆସାମ ଓ ତାମିଲନାଡୁ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି। ଆସାମ ପାଇଁ ବୈଜୟନ୍ତ ପଣ୍ଡା ନିର୍ବାଚନ ପ୍ରଭାରୀ ନିଯୁକ୍ତ। ସେହିପରି ପୀୟୁଷ ଗୋଏଲ ତାମିଲନାଡୁ…
ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ
ଭୁବନେଶ୍ବର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ…
ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ…
ଓଡିଶାବାସୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’
ଭୁବନେଶ୍ୱର: ଏଣିକି ଓଡିଶାବାସୀଙ୍କୁ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି । ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କଲେ…
ଧର୍ମଶାଳା ଘଟଣାରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ରାଜନୀତିକରଣ କରିବା ଆବଶ୍ୟକ ନାହିଁ, ପୋଲିସ କାର୍ଯ୍ୟାନୁଷ୍ଠାନ ନେବ
ଭୁବନେଶ୍ୱର: ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣାରେ ବିଜେପି ବନାମ…
ଖୁସି ଖବର ଦେଲେ ସବ୍ୟସାଚୀ ଓ ଅର୍ଚ୍ଚିତା…
ଭୁବନେଶ୍ୱର: ଓଲିଉଡ ଜଗତର ଚର୍ଚ୍ଚିତ ଷ୍ଟାର ଦମ୍ପତି ସବ୍ୟସାଚୀ ମିଶ୍ର ଏବଂ ଅର୍ଚ୍ଚିତା ସାହୁ ଖୁବ୍ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ଏନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ…
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ; ୨ଯବାନ ଆହତ
ରାଉରକେଲା:ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ ହୋଇଛି । ରବିବାର ସନ୍ଧ୍ୟାରେ ସରଣ୍ଡା ଜଙ୍ଗଲରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ, ନକ୍ସଲମାନେ ଖଞ୍ଜାଯାଇଥିବା ଏକ…