Browsing Category

ରାଜ୍ୟ

ବିଜେଡି ଛାଡିଲେ ହାତ ଧରିଲେ ଅସିତ୍ ପଟ୍ଟନାୟକ

ଭୁବନେଶ୍ବର: ହାତ ଧରିଲେ ପୂର୍ବତନ ମନ୍ତ୍ରୀ ଯୁଗଳ ପଟ୍ଟନାୟକଙ୍କ ପୁଅ ଅସିତ୍ ପଟ୍ଟନାୟକ । ନିଜ ସମର୍ଥକଙ୍କ ସହ ଆସି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ କଂଗ୍ରେସରେ…

ଓ କି ଶାନ୍ତି ! ପୁଣି କାଲି ଠୁ ଜଳିବ ଓଡିଶା

ଭୁବନେଶ୍ୱର:  ଗତ ୨୪ ଘଂଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଅଧିକ ପରିମାଣର ହୋଇଛି। ସର୍ବାଧିକ ବର୍ଷା ବରଗଡ଼ ଜିଲ୍ଲାର ଝରିବନ୍ଧ ଠାରେ ୫୭ ମିମି ବର୍ଷା ରେକର୍ଡ ହୋଇଛି। ବଲାଙ୍ଗୀରରେ…

ବିଧାୟକଙ୍କ ସଭ୍ୟପଦ ରଦ୍ଦ କଲେ ବାଚସ୍ପତି

ଭୁବନେଶ୍ଵର: ଦୁଇ ବିଧାୟକଙ୍କ ସଭ୍ୟପଦ ରଦ୍ଦ । ଜୟଦେବ ବିଧାୟକ ଅରବିନ୍ଦ ଢାଲି ଓ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦ ରଦ୍ଦ ହୋଇଛି । ବିଧାନସଭା ବାଚସ୍ପତି ପ୍ରମିଳା ମଲ୍ଲିକ ଏହି…

ଗଜପତିର ଖଜୁରି ଗୁଡ଼କୁ ମିଳିଲା ଜିଆଇ ମାନ୍ୟତା

ଗଜପତି: ଗଜପତି ଜିଲ୍ଲାର ଖଜୁରୀ ଗୁଡ଼କୁ ମିଳିଛି ଭୌଗୋଳିତ ସଂକେତ ବା ଜିଆଇ ଟ୍ୟାଗ୍ ମାନ୍ୟତା । ଗଜପତିର ଗୁଡ ଚାଷୀ ବହୁତ ଦିନ ହେଲା ଧାରଣାରେ ବସିଥିବା ବେଳେ ତାଙ୍କ ଦାବି ଆଜି ପୂରଣ ହୋଇଛି ।…

ଚୈତ୍ର ନବରାତ୍ର: ଜାଣନ୍ତୁ ରାମଙ୍କ ନାମ ଲେଖିଲେ କଣ ହେବ

ଚୈତ୍ର ନବରାତ୍ର ଆରମ୍ଭ ହୋଇଥିବା ବେଳେ ସବୁଠି ମାଙ୍କ ପୂଜାର୍ଚ୍ଚନା କରାଯାଉଛି । ଏହି ନବରାତ୍ରରେ ପ୍ରଭୁ ଶ୍ରୀରାମ ପୂଜା କରିଥିଲେ ବୋଲି କୁହାଯାଏ । ଯଦି ଆପଣ ଏବର୍ଷ ନବରାତ୍ରିରେ ରାମଙ୍କ…

ବିଶ୍ଵ ଛେନାପୋଡ ଦିବସ; ଜିଆଇ ଟ୍ୟାଗକୁ ଅପେକ୍ଷା

ଭୁବନେଶ୍ଵର: ମିଠା, ନାଁ ଶୁଣୁ ଶୁଣୁ ନା ନା ପ୍ରକାରର ସ୍ୱାଦିଷ୍ଟ ମିଠା ମନକୁ ଅସିଯାଏ । ଓଡିଆଙ୍କ ପରମ୍ପରା ତ ପିଠା ଆଉ ମିଠାରୁ ଜଣା ପଡିଯାଏ । ପଖାଳ ଦିବସ, ରସୋଗଲା ଦିବସ ଭଳି ଆଜି ହେଉଛି…

କାହାକୁ ବାଛିବ ବ୍ରହ୍ମଗିରି? ପୁରୁଖା ନା ନବାଗତ

ଭୁବନେଶ୍ୱର: କାହାକୁ ବାଛିବ ବ୍ରହ୍ମଗିରି ? ଦାଦାଙ୍କ ପରେ ପୁଣି ପଦ୍ମ ଫୁଟାଇବେ କି ଉପାସନା ? ପୁଣି ବିଜେପିକୁ ଦେବେ କି ବିଜୟ ଭେଟି ? ନା ବିଜେପିଠାରୁ ବ୍ରହ୍ମଗିରି ଛଡାଇ ନେବେ ଉମା ? କେତେ…

୫୫ ନମ୍ବର ଜାତୀୟ ରାଜପଥ ପ୍ରସଙ୍ଗରେ ଧର୍ମେନ୍ଦ୍ରଙ୍କୁ ପ୍ରଣବଙ୍କ ପ୍ରଶ୍ନ

ଭୁବନେଶ୍ୱର: ବିଜେଡିର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ସମ୍ବଲପୁର-କଟକ ମଧ୍ୟରେ ଥିବା ୫୫ ନମ୍ବର ଜାତୀୟ ରାଜପଥର ବିପଜ୍ଜନକ ଅବସ୍ଥା ଯୋଗୁଁ ଗତ ଦଶନ୍ଧି ମଧ୍ୟରେ ୨୦୦ରୁ ଅଧିକ…

ଓଡ଼ିଶାରେ ବିଜେପି ସରକାର ଗଠନ କଲେ ଅଗ୍ରାଧିକାର ଭିତ୍ତିରେ ପାନୀୟ ଜଳ ସମସ୍ୟାର ସମାଧାନ କରାଯିବ: ବିଜେପି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଅବହେଳା କାରଣରୁ ଓଡ଼ିଶାବାସୀ ଶୁଦ୍ଧ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି। ମୋଦୀ ସରକାର ଓଡ଼ିଶାବାସୀଙ୍କୁ ସ୍ୱଚ୍ଛ, ନିର୍ମଳ ପାନୀୟ ଜଳ ପାଇଁ ପ୍ରଚୁର ମାତ୍ରାରେ…

ସମ୍ବଲପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

ସମ୍ବଲପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ନପାରିବା ୨୫ ବର୍ଷ ଶାସନର ରୂପାନ୍ତରଣ କି ? - ଧର୍ମେନ୍ଦ୍ର ପ୍ରଧାନ •…