Browsing Category
ରାଜ୍ୟ
ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଲିଙ୍ଗରାଜ ଓ ମା’ ହିଙ୍ଗୁଳାଙ୍କ ଆଶୀର୍ବାଦ ନେଲେ କେନ୍ଦ୍ରମନ୍ତ୍ରୀ
ନିଜର ଦକ୍ଷତା ଓ ପୂର୍ଣ୍ଣ ସାମର୍ଥ୍ୟ ସହ ଜନସେବା ପାଇଁ ସବୁବେଳେ ପ୍ରୟାସ ଜାରି ରଖିବି – ଧର୍ମେନ୍ଦ୍ର ପ୍ରଧାନ
• ସମ୍ବଲପୁରରୁ ଲୋକସଭାର ପ୍ରାର୍ଥୀ ହେବା ପରେ ମହାପ୍ରଭୁଙ୍କ ଆଶୀର୍ବାଦ ନେବା!-->!-->!-->…
ସମ୍ବଲପୁର ସଂସଦୀୟ କ୍ଷେତ୍ରରୁ ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଧର୍ମେନ୍ଦ୍ର ପ୍ରଧାନ, ଖାଲି ଓଡିଶାର ନୁହଁ, ଜାତୀୟ ରାଜନୀତିରେ ଜଣେ ଚର୍ଚ୍ଚିତ ଚେହେରା । ଦୀର୍ଘ ଦଶ ବର୍ଷ ଧରି କେନ୍ଦ୍ରରେ ଅତି ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀ ପଦରେ ରହି ନିଜ ପ୍ରତିଭାରେ ଖାଲି!-->…
ହୀରାକୁଦରେ ଡାଇରିଆକୁ ନିୟନ୍ତ୍ରଣ କରିବା ପାଇଁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
ହୀରାକୁଦରେ ତୁରନ୍ତ କେନ୍ଦ୍ରୀୟ ମେଡିକାଲ ଟିମ୍ ନିୟୋଜିତ କରିବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
• ଆକ୍ରାନ୍ତଙ୍କୁ ଅବିଳମ୍ବେ!-->!-->!-->…
ସମ୍ବଲପୁର ହୀରାକୁଦରେ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର ହୀରାକୁଦରେ ଡାଇରିଆ ସଂକ୍ରମଣ ଘଟଣାରେ ଚିନ୍ତାପ୍ରକଟ କଲେ କେନ୍ଦ୍ରମନ୍ତ୍ରୀ
ଆକ୍ରାନ୍ତଙ୍କୁ ସଠିକ୍ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ସିଡିଏମଓଙ୍କ ସହ କଥା ହେଲେ!-->!-->!-->…
ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଛେଦ ! ଓଡିଶାରୁ ଏକାକୀ ଲଢ଼ିବ ବିଜେପି
ଭୁବନେଶ୍ଵର: ଲୋକସଭା ନିର୍ବାଚନରେ ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଏକ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ!-->…
ଖୁବଶୀଘ୍ର ଘୋଷଣା ହେବ ପ୍ରାର୍ଥୀ ତାଲିକା : ମନମୋହନ
ଭୁବନେଶ୍ବର: ଦିଲ୍ଲୀରୁ ଫେରିଲେ ମନମୋହନ । ଗୁରୁବାର ରାତିରେ ଦିଲ୍ଲୀରୁ ଫେରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ବିମାନବନ୍ଦରରେ ପହଞ୍ଚିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି!-->…
ଦାମ ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ ପ୍ରକାଶ
ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା - ଧର୍ମେନ୍ଦ୍ର ପ୍ରଧାନ
• ଦାମୋଦର ରାଉତ ଦୀର୍ଘ!-->!-->!-->!-->!-->…
ଗିରଫ ହୋଇପାରନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ !
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନିତୀ ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀ ହାଇକୋର୍ଟର ବଡ ଝଟକା । ନିର୍ବାଚନ ପୂର୍ବରୁ ତାଙ୍କୁ ଗିରଫ କରାନଯାଉ ବୋଲି ଯେଉଁ ଯାଚିକା!-->…
ମହାପ୍ରଭୁଙ୍କ ଦର୍ଶନ କଲେ ବିଜେଡି ନେତା
ପୁରୀ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ବିଜୁ ଜନତା ଦଳର ସଂସଦୀୟ କ୍ଷେତ୍ରର ନେତା । ଆଗାମୀ ନିର୍ବାଚନରେ ଦଳ କିଭଳି ଭଲ ପ୍ରଦର୍ଶନ କରିବ ସେନେଇ ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା ସହ!-->…