Browsing Category

ରାଜ୍ୟ

ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍

ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ଆଲୋକୀକରଣ ନେଇ ପୁରୀ ଜିଲ୍ଲାପାଳ ତଥା ଉପମୁଖ୍ୟ ପ୍ରଶାସକ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ ହୋଇଯାଇଛି । ବୈଠକରେ ଶ୍ରୀମନ୍ଦିର ଆଲୋକୀକରଣ ପାଇଁ…

ଲିଙ୍ଗରାଜ ମନ୍ଦିରରେ ସେବାୟତ ହାତାହାତି, ମହାପ୍ରଭୁଙ୍କ ନୀତିକାନ୍ତି ବନ୍ଦ…

ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ପୁଣି ବନ୍ଦ ହେଲା ନୀତିକାନ୍ତି । ଆଜି ସକାଳ ୯ଟା ପରଠାରୁ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି । ଲିଙ୍ଗରାଜ ମନ୍ଦିରର ଗର୍ଭଗୃହରେ ରୂପା ଘୋଡ଼ଣୀକୁ…

ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବ ଶ୍ରୀବିଚ୍! ଆଗାମୀ ୧୬ ମାସରେ ଶେଷ ହେବ ପ୍ରକଳ୍ପ

ପୁରୀ:ପୁରୀରେ ମଙ୍ଗଳା ନଦୀ ମୁହାଣ ନିକଟ ବେଳାଭୂମିରେ ଶ୍ରୀବିଚ୍ ନିର୍ମାଣ ହେବ । ଏଥିପାଇଁ ୧୮ କୋଟି ୩୬ ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ପୁରୀକୁ ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିବା ପାଇଁ…

ଆସନ୍ତା ୧୦ ଯାଏଁ ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା; ସେପଟେ, କାଳବୈଶାଖୀରେ ତାଣ୍ଡବରେ ୨ ମୃତ

ଭୁବନେଶ୍ବର: ରାଜ୍ୟରେ ଗତ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ, ଅପରାହ୍ନ ହେବା ମାତ୍ରେ, କାଳବୈଶାଖୀ ତାର ତାଣ୍ଡବ ରଚୁଛି । କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ…

ଓଡ଼ିଆ ଭାଷାରେ ନାମ ଫଳକ ନରହିଲେ ଗଣିବେ ଜରିମାନା

ଭୁବନେଶ୍ଵର:ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ। ଶୁଦ୍ଧ ଓଡ଼ିଆ ଭାଷାରେ ଲେଖାହେବ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ।ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ…

୮ ଯାଏଁ କାଳବୈଶାଖୀ ବର୍ଷା, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

ଭୁବନେଶ୍ୱର: ଆସନ୍ତା ୮ ଯାଏଁ ବର୍ଷିବ। ଜାରି ରହିବ ଗରମ ଗୁଳୁଗୁଳି। ଭାରତୀୟ ପାଣିପାଗ ବିଭାଗ (IMD) ଏନେଇ ଓଡ଼ିଶା ପାଇଁ ଏକ ହଳଦିଆ ସତର୍କତା ଜାରି କରିଛି, ଏପ୍ରିଲ ୮ ପର୍ଯ୍ୟନ୍ତ ବିଭିନ୍ନ…

ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

ଭୁବନେଶ୍ବର: ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମଡ ଟୁ ବି ବିଶ୍ୱବିଦ୍ୟାଳୟର ଫାକଲଟି ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଇନଷ୍ଟିଚ୍ୟୁଟ ଅଫ ଟେକନିକାଲ ଏଡୁକେସନ୍ ଆଣ୍ଡ ରିସର୍ଚ୍ଚ…

‘ଇଣ୍ଡିଆ ସ୍କିଲ୍ସ’ରେ ଟିମ୍ ଓଡ଼ିଶାର ଦମଦାର ପ୍ରଦର୍ଶନ, ହାତେଇଲା ୧୫ ସ୍ଵର୍ଣ୍ଣ ସହ ୫୭ ପଦକ

ଭୁବନେଶ୍ଵର: ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନ। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି…

ରାଜ୍ୟ ବ୍ୟାପୀ ପ୍ରବେଶ ଉତ୍ସବ; କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଖଡ଼ି ଛୁଆଁ ସହ ନୂଆ ଶ୍ରେଣୀ ଗୃହରେ ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ପାଳନ ହୋଇଛି । ରାଜଭବନ ସରକାରୀ ସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ପାଳନ କରାଯାଉଛି ଓଡ଼ିଆ ପକ୍ଷ। ଏପ୍ରିଲ ୨ ଓ ୩ ତାରିଖରେ…