Browsing Category
ରାଜ୍ୟ
ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା
ଭୁବନେଶ୍ୱର: ଚଳିତ ବର୍ଷ ଓଡ଼ିଶାରେ ଏପ୍ରିଲରୁ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା।
ଓଡ଼ିଶାର ଜନଗଣନା କାର୍ଯ୍ୟ ନିର୍ଦ୍ଦେଶକ ନିଖିଲ ପବନ କଲ୍ୟାଣଙ୍କ ଅନୁଯାୟୀ, ଜନଗଣନା କାର୍ଯ୍ୟ ଦୁଇଟି…
ହୋଟେଲ୍, ଢାବାରେ କାଠ ଓ କୋଇଲା ଜାଳିଲେ ଲାଗିବ ଫାଇନ: ବିଏମସି
ଭୁବନେଶ୍ୱର: ଅନୁଗୁଳ ଏବଂ ବାଲେଶ୍ୱର ପରେ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (ବିଏମସି) ରାଜଧାନୀରେ ବାୟୁ ଗୁଣବତ୍ତା ହ୍ରାସ କରିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛି।ହୋଟେଲ ଏବଂ ଢାବାରେ…
ଆସନ୍ତାକାଲି ବନକଲାଗି ନୀତି: ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
ପୁରୀ: ଆସନ୍ତାକାଲି ମାଘ କୃଷ୍ଣ ଚତୁର୍ଥୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରିବେ। ଦ୍ବିତୀୟ ଭୋଗମଣ୍ଡପ ପରେ…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା
ଭୁବନେଶ୍ୱର: ଶୀତରେ ଆସୁଛି ବର୍ଷା। ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଆଗକୁ କିଭଳି ରହିବ ପ୍ରଭାବ ହୋଇନି ସ୍ପଷ୍ଟ। ସେପଟେ…
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୫୪ତମ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ଵର: ୫୪ ବର୍ଷରେ ପାଦ ଥାପିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆ ସାଇଟ୍…
ଆଜି ଶ୍ରୀନଅରରେ ଗଜପତି ମହାରାଜାଙ୍କ ପୁଷ୍ୟାଭିଷେକ…
ପୁରୀ: ପୁରୀର ଐତିହାସିକ ରାଜପ୍ରାସାଦ ଶ୍ରୀନଅରରେ ସୋମବାର ଦିନ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଛି। ଏହା ପୌଷ ମାସର ଶୁଭ ପୁଷ୍ୟ ନକ୍ଷତ୍ରରେ ଅନୁଷ୍ଠିତ…
“ବନ୍ଦେ ମାତରମ୍” ଗାଇବା ସହ “ଆତ୍ମ ନିର୍ଭର ଭାରତ ସ୍ବଦେଶୀ ସଂକଳ୍ପ” ପାଠ କରିବେ ଛାତ୍ରଛାତ୍ରୀ
ଭୁବନେଶ୍ୱର: “ବନ୍ଦେ ମାତରମ୍ର”ର ୧୫୦ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନରେ ଜାନୁଆରୀ ୧୨ ତାରିଖରେ (ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ତଥା ଜାତୀୟ ଯୁବ ଦିବସ ପାଳନ ଅବସରରେ)…
ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଯୁଦ୍ଧକାଳନୀ ଭିତ୍ତିରେ ସମ୍ପୂର୍ଣ୍ଣ ହୋଇଥିଲା ଭୁବନେଶ୍ୱର-ଡେଲାଙ୍ଗ-ପୁରୀ ରେଳ…
ଭୁବନେଶ୍ୱର:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗଠିତ ପ୍ରଗତି ମଞ୍ଚ ଦେଶରେ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ତ୍ୱରିତ ଏବଂ ସମୟୋଚିତ କାର୍ଯ୍ୟକାରିତାରେ ବିଶେଷ…
ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ଉପଲକ୍ଷେ ବିଶାଳ ସମାରୋହ ଅନୁଷ୍ଠିତ
ଭୁବନେଶ୍ବର: ଆଜି ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ । ଆଧୁନିକ ଓଡ଼ିଶାର ନିର୍ମାତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶତବାର୍ଷିକୀ ସମାରୋହ ଉଦଘାଟିତ…
ଗ୍ରୀନ ଷ୍ଟିକର ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ
ଭୁବନେଶ୍ବର: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ନେଇ ବଡ଼ ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ଗ୍ରୀନ ଷ୍ଟିକର ଗାଡ଼ିରେ ଲଗାଇବା ବାଧ୍ୟତାମୂଳକ ନୁହେଁ । ଗ୍ରୀନ ଷ୍ଟିକର କେବଳ ଏକ…