Browsing Category

ରାଜ୍ୟ

ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ୫ ବର୍ଷରେ ରାଜ୍ୟରେ ମୋଟ୍ ୩୦ ଲକ୍ଷ ୮ହଜାର ୩୮୩ ପ୍ରସବ ହୋଇଛି ବୋଲି ଆଜି ବିଧାନସଭା ଶୀତକାଳୀନ ଅଧିବେଶନରେ ଲିଖିତ ଉତ୍ତର…

୭୭.୧୦ ପ୍ରତିଶତ ଲୋକଙ୍କ ଘରକୁ ପିଇବା ପାଣି ଯୋଗାଇ ଦିଆଯାଇଛି: ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବକୁ ନେଇ ବିଧାନସଭାରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାଏକ । ସେ କହିଛନ୍ତି,…

ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ ହୋଇଛି। ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଥିଲା ଗୃହ। ଏହି ୧୧ ଦିନ ମଧ୍ୟରେ ୧୭,୪୪୦ କୋଟି…

ମହିଳାଙ୍କ ସହ ଅପରାଧ; ୧୫ ମାସ ମଧ୍ୟରେ ୪୦ ହଜାରରୁ ଅଧିକ ମାମଲା ରୁଜୁ

ଭୁବନେଶ୍ୱର: ବିଗତ ୧୫ ମାସ ମଧ୍ୟରେ ମହିଳାଙ୍କ ବିରୁଦ୍ଧରେ ୪୦ ହଜାରରୁ ଅଧିକ ଅପରାଧିକ ମାମଲା ରୁଜୁ। ସୋମବାର ଦିନ ବିଧାନସଭାରେ ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନର ଉତ୍ତର…

୯୪ ପ୍ରତିଶତ ପଛୁଆବର୍ଗଙ୍କ ପାଇଁ ବାଚସ୍ପତିଙ୍କୁ ସ୍ମାରକପତ୍ର ପ୍ରଦାନ କଲା କଂଗ୍ରେସ

ଭୁବନେଶ୍ୱର: ଗତ ୧୬ ମାସ ମଧ୍ୟରେ ୩୪୮୬ ଜଣ ସାଇବର ଠକେଇର ଶିକାର। କଂଗ୍ରେସ ବିଧାୟକ ରାମ ଚନ୍ଦ୍ର କାଡମଙ୍କ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ସୋମବାର ଦିନ ବିଧାନସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଆସନ୍ତାକାଲିଠୁ କଟକରେ ଟପ୍ ରାଙ୍କିଙ୍ଗ ବ୍ୟାଡ଼ମିଣ୍ଟନ ଖେଳାଳୀ ଦେଖାଇବେ ଦମ୍;୧୭ଟି ଦେଶର…

କଟକ: କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେବ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌,…

ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ

ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି…

ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦ ପ୍ରତିଶତ ପଦବୀ ଖାଲି

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି। ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି…

ରାଜ୍ୟରେ ହାଡ଼ଭଙ୍ଗା ଶୀତ: ୨ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ଶୀତ ଲହରୀ। ହାଡଭଙ୍ଗା ଶୀତକୁ ଜନଜୀବନ ଅସ୍ତବ୍ୟସ୍ତ। ୨ ଡିଗ୍ରୀ ସେଲସିୟସ ତାପମାତ୍ରାରେ ଥରିଲା ମୟୂରଭଞ୍ଜ। ଜିଲ୍ଲାରେ କୁହୁଡ଼ି ସାଙ୍ଗକୁ ହାଡ଼ଭଙ୍ଗା ଶୀତ।…

ମନମୋହୁଛି ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ; ଗତ ୫ ବର୍ଷରେ ଆସିଛନ୍ତି ସର୍ବାଧିକ ଏହି ଦେଶର ପର୍ଯ୍ୟଟକ…

ଭୁବନେଶ୍ଵର: ଓଡ଼ିଶାରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି । ଓଡ଼ିଶାର ପର୍ଯ୍ୟଟନ ସ୍ଥଳୀ ବିଦେଶୀଙ୍କୁ ଆକୃଷ୍ଟ କରୁଛି । ୨୦୨୪-୨୫ରେ ବର୍ତ୍ତମାନ ସୁଦ୍ଧା ୧ କୋଟି ୧୩ ଲକ୍ଷ ୮୩ ହଜାର ୫୫୬…