Browsing Category

ରାଜ୍ୟ

୮ ଘଣ୍ଟା ବନ୍ଦ ରହିବ ଭୁବନେଶ୍ୱର ବିମାନ ବନ୍ଦର

ଭୁବନେଶ୍ୱର : ରାତିରେ ୮ ଘଣ୍ଟା ବନ୍ଦ ରହିବ ଭୁବନେଶ୍ୱର ବିମାନ ବନ୍ଦର । ଅକ୍ଟୋବର ପହିଲାରୁ ପ୍ରତିଦିନ ରାତିରେ ୮ ଘଣ୍ଟା ବନ୍ଦ ରହିବ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ।

କଂଗ୍ରେସରୁ ନିଲମ୍ବିତ ହେଲେ ମନ୍ମଥ ରାଉତରାୟ

ଭୁବନେଶ୍ୱର : କଂଗ୍ରେସରୁ ନିଲମ୍ବିତ ହେଲେ ଜଟଣୀ ବିଧାୟକ ସୁର ରାଉତରାୟଙ୍କ ପୁଅ ତଥା ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ ମନ୍ମଥ ରାଉତରାୟ l ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ସାନ

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା । ରାଜ୍ୟ କେନ୍ଦ୍ରୀୟାଞ୍ଚଳ ସମେତ ୧୮ଟି ଜିଲ୍ଲାରେ ଆସନ୍ତା ୨ ଦିନ ପାଇଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏମିତି ସତର୍କ ସୂଚନା

ଆଜି ଇ-ବସ୍‌ ଓ ଇ-ରିକ୍ସାରେ ଯାତ୍ରା ସମ୍ପୂର୍ଣ ମାଗଣା

ଭୁବନେଶ୍ୱର : ସମସ୍ତ ମୋ ବସ ଯାତ୍ରୀଙ୍କ ପାଇଁ ଖୁସି ଖବର l ଆଜି ମାଗଣାରେ ଇ-ବସ୍‌ ଓ ଇ-ରିକ୍ସାରେ ଆପଣ ଯାତ୍ରା କରିପାରିବେ । ଆଜି ହେଉଛି ସ୍ୱଚ୍ଛ ବାୟୁ ଦିବସ । ଆଉ ଏହାକୁ ପାଳନ କରିବା ପାଇଁ

ଅଢେଇ ଘଣ୍ଟିଆ କଟକଣା ; କଟକ, ଭୁବନେଶ୍ୱରରେ ୬ ଚକିଆ ଯାନ ପ୍ରବେଶ ମନା

ସନ୍ଧ୍ୟାରେ କଟକ ଏବଂ ଭୁବନେଶ୍ୱରରେ ଦେଖା ଦେଉଥିବା ଅସମ୍ଭାଳ ଟ୍ରାଫିକ ସମସ୍ୟାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ଭାରିଯାନ ଚଳାଚଳ ଉପରେ କମିଶନରେଟ

ଜରୁରୀ ବୈଠକ ଡାକରା ଦେଲେ ନବୀନ

ଭୁବନେଶ୍ୱର: ଆଗୁଆ ନିର୍ବାଚନୀ ମାହୋଲ ଭିତରେ ବସିବ ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଆଜି ସନ୍ଧ୍ୟାରେ ନବୀନ ନିବାସରେ ଏହି ବୈଠକ ଅନୁଷ୍ଠିତ ହେବ । ଜିଲ୍ଲା ପର୍ଯ୍ୟବେକ୍ଷକଙ୍କ ସହ ବରିଷ୍ଠ

ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅନ୍ତିମ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ପାତ୍ରଙ୍କ ନୟାପଲ୍ଲୀସ୍ଥିତ ବାସଭବନକୁ ଯାଇ

ପରଲୋକରେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୪ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି ।

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ହେବ ୪ ପ୍ରତିଶତ ବୃଦ୍ଧି

କୋଲକାତା : କେନ୍ଦ୍ର ସରକାରରେ ଏକ କୋଟିରୁ ଅଧିକ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି। ଜୁଲାଇ ୧ ରୁ ମହଙ୍ଗା ଭତ୍ତା (ଡିଏ) ଏବଂ ପ୍ରିୟତା ରିଲିଫ (ଡିଆର) ରେ ଚାରି ପ୍ରତିଶତ

ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢ଼ିବେ ଏସସି/ଏସଟି ଛାତ୍ରଛାତ୍ରୀ 

ରାଜ୍ୟର ସମସ୍ତ ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀମାନେ ଏଣିକି ମାଗଣାରେ ପାଠ ପଢ଼ିବେ। ରାଜ୍ୟ ସରକାର ଉଚ୍ଚଶିକ୍ଷା ଗ୍ରହଣ