Browsing Category

ରାଜ୍ୟ

ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ଓଡ଼ିଶା: ଆଜି ପବିତ୍ର ରଥଯାତ୍ରା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ବିଦ୍ୟୁତକାଟ ପ୍ରତିବାଦରେ ଗ୍ରୀଡକୋ ଅଫିସ ଘେରିଲା କଂଗ୍ରେସ

ଭୁବନେଶ୍ୱର: ଅଘୋଷିତ ବିଦ୍ୟୁତ କାଟକୁ ନେଇ ସାରା ରାଜ୍ୟରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଡାକରା ଦିଆଯାଇଛି । ରାଜଧାନୀର ଗ୍ରୀଡକୋ ଅଫିସ ସମ୍ମୁଖରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ

ବାରରେ ଲାଗିଗଲା ନିଆଁ: ଫସି ରହିଥିଲେ ୪

ଭୁବନେଶ୍ୱର:ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ । ଭୁବନେଶ୍ୱର ସହିଦନଗର ଅଞ୍ଚଳରେ ଥିବା ଭବାନୀ ମଲ୍ ନିକଟ ଏକ ବାର୍‌ରେ ଆଜି ଅପରାହ୍ଣରେ ନିଆଁ ଲାଗି ଯାଇଥିଲା । ଫଳରେ ଚାରିଆଡ  ଧୂଆଁମୟ ହୋଇ

ନବଯୌବନ ଦର୍ଶନ ପାଇଁ ଭକ୍ତଙ୍କ ଗହଳି

ଦିନକ ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଘୋଷଯାତ୍ରା ପୂର୍ବରୁ ସୋମବାର ନବଯୌବନ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଅଣସର ଘରୁ ବାହାରି ଦର୍ଶନ ଦେଉଛନ୍ତି ମହାପ୍ରଭୁ। ସକାଳ ୮ଟାରୁ ନବଯୌବନ

କାଲି ଶ୍ରୀଜୀଉଙ୍କ ନବଯୌବନ ଦର୍ଶନ

ପୁରୀ: ଜରରୁ ସୁସ୍ଥ ହେବା ପରେ ମହାବାହୁ ସୋମବାର ନବଯୌବନ ବେଶରେ ଦର୍ଶନ ଦେବେ । ଏଥର ଉଭାଯାତ୍ରା ନ ଥିବାରୁ ଓ ତା ପରଦିନ ଘୋଷଯାତ୍ରା ଥିବାରୁ ମାତ୍ର ୩ ଘଣ୍ଟା ପାଇଁ ନବଯୌବନ ଦର୍ଶନ

ସାରା ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି

ଭୁବନେଶ୍ୱର:ସାରା ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି । ଦିନ ସାଢେ ୧୧ଟା ସୁଦ୍ଧା ସମ୍ବଲପୁର ଓ ଝାରସୁଗୁଡା ସବୁଠୁ ଉତ୍ତପ୍ତ ସହର । ସେହିପରି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା

ବରିଷ୍ଠ ରାଜସ୍ୱ ସହାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ,

ଆୟ ବହିର୍ଭୂତ ସମ୍ପତ୍ତି ମିଳିବା ପରେ ବରିଷ୍ଠ ରାଜସ୍ୱ ସହାୟକଙ୍କୁ ଗିରଫ କରିଛି ଭିଜିଲାନ୍ସ । ବାରିପଦା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବରିଷ୍ଠ ରାଜସ୍ୱ ସହାୟକ ଭାବେ କାର୍ଯ୍ୟରତ ରାମଚନ୍ଦ୍ର

ସିଂହଦ୍ୱାର ଓ ବାସେଳୀ ସାହି ଥାନା ପକ୍ଷରୁ ତଦନ୍ତ ଆରମ୍ଭ

ପୁରୀ: ପୁରୀ ମହାପ୍ରସାଦ ଖାଲି ଭୋଗ ନୁହେଁ, ଏହା ସହ ଯୋଡି ହୋଇ ରହିଛି ଲକ୍ଷ ଲକ୍ଷ ଓଡ଼ିଆଙ୍କ ଭାବାବେଗ । ପୂଜାପର୍ବରେ ହେଉ ବା ଶୁଭ କାମରେ, ପ୍ରତିଶ୍ରୂତି ଦେବାରେ ହେଉ ବା ବନ୍ଧୁତା ରକ୍ଷା

ଆୟଠୁ ଅଧିକ ୨୮୦ ପ୍ରତିଶତ ସମ୍ପତ୍ତି ଠାବ

ଭୁବନେଶ୍ୱର: ନୟାଗଡ଼ର ନିଲମ୍ବିତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର କୁମାର ନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ତାଙ୍କ ଠାରୁ ଆୟଠୁ ଅଧିକ ୨୮୦ ପ୍ରତିଶତ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ।

୨୧ରେ ବାଲେଶ୍ୱର ଆସିବେ ଅଶ୍ୱିନୀ ବୈଷ୍ଣବ

ବାଲେଶ୍ୱର: ୨୧ ତାରିଖରେ ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ଆସିବେ ରେଳମନ୍ତ୍ରୀ । ବାହାନଗା ରେଳ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସାହାଯ୍ୟ କରିଥିବା ସ୍ଥାନୀୟ