Browsing Category

ରାଜ୍ୟ

ପ୍ରବର୍ତ୍ତନ ନିର୍ଦେଶାଳୟ ମୁଖ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଁ ପୁଣି ସୁପ୍ରିମ୍‌ କୋର୍ଟକୁ ଗଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ପ୍ରବର୍ତ୍ତନ ନିର୍ଦେଶାଳୟର ମୁଖ୍ୟ ସଞ୍ଜୟ କୁମାର ମିଶ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଇବା ପାଇଁ ଆଜି ପୁଣି ଥରେ କେନ୍ଦ୍ର ସରକାର ସୁପ୍ରିମ୍‌ କ‌ୋର୍ଟରେ ସାନି ଆବେଦନ କରିଥିବା

ରାଷ୍ଟ୍ରପତିଙ୍କ କଟକ ଗସ୍ତ: ସଡ଼କ ପଥରେ ଯାତ୍ରା ପାଇଁ କଡ଼ା ସୁରକ୍ଷା

କଟକ: କଟକ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଜଭବନରୁ ବାହାରିଲା ରାଷ୍ଟ୍ରପତିଙ୍କ କାରକେଡ୍‌। ସଡ଼କ ପଥରେ ଯାଉଥିବାରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୂର୍ବରୁ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ 

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ବ୍ଲେୟାର। ବୁଧବାର ଭୁବନେଶ୍ୱର ଆସିବା ପରେ ସେ ଓଡି଼ଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର

ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ

ପାଣି ପାଇବାକୁ ଯାଇ ମହାନଦୀରେ ଭାସିଗଲେ ଶହ ଶହ ଗାଈଗୋରୁ

ବୌଦ୍ଧ:ମହାନଦୀ ପାଣିରେ ଭାସିଗଲେ ଶହଶହ ଗୋରୁ । ସମସ୍ତେ ଦେଖୁଥିଲେ । ହେଲେ କେହି କିଛି କରିପାରୁ ନ ଥିଲେ । ଆଖି ସାମ୍ନାରେ ଭାସି ଯାଉଥିଲେ ଗାଈଗୋରୁ । ଏମିତି ଦୃଶ୍ୟ ଦେଖିବାକୁ ମିଳିଛି ବୌଦ୍ଧ

OPSC ରେଜଲ୍ଟ ପ୍ରକାଶ ଉପରେ ହାଇକୋର୍ଟଙ୍କ ରୋକ୍‌

ଏବେ ପ୍ରକାଶ ପାଇବ ନାହିଁ ଓଡ଼ିଶା ସିଭିଲ୍ ସର୍ଭିସ ୨୦୨୧ ପରୀକ୍ଷା ରେଜଲ୍ଟ। ଫଳ ପ୍ରକାଶ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ହାଇକୋର୍ଟ। OPSC ର ଚୂଡାନ୍ତ ଚୟନ ପ୍ରକ୍ରିୟା ଜାରି ରହିଥିଲେ ବି

ବୃଦ୍ଧି ପାଉଛି ହୀରାକୁଦ ଜଳସ୍ତର

ସମ୍ବଲପୁର: ହୀରାକୁଦ ଜଳସ୍ତର ବଢୁଛି । ଗତକାଲି ୫ଟି ଗେଟ ଖୋଲିଥିବାବେଳେ ଆଜି ଆଉ ତିନୋଟି ଗେଟ ଖୋଲାଯାଇଛି ।  ଫଳରେ ଏବେ  ମୋଟ ୮ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସନ ହେଉଛି ।

ଖୋଲିଲା ପଶ୍ଚିମଦ୍ୱାର: ପରିଚୟପତ୍ର ଦେଖାଇ ପ୍ରବେଶ କରିବେ ପୁରୀ ବାସିନ୍ଦା

ପୁରୀ: ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ଵାର । ପ୍ରବଳ ଦାବି ପରେ ଆଜିଠୁ ଖୋଲିଛି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାର। ହେଲେ ପ୍ରାରମ୍ଭିକ ପର୍ଯ୍ୟାୟରେ ପୁରୀବାସୀଙ୍କ ପାଇଁ ଏହି ଦ୍ୱାର ଖୋଲାଯାଇଛି ।

ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଲର ଜାରି କରିଛି CBSE: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଏଣିକି CBSE ସ୍କୁଲରେ ଓଡ଼ିଆ ସମେତ ଅନ୍ୟ ଆଞ୍ଚଳିକ ଭାଷାରେ ପାଠ ପଢିପାରିବେ ଛାତ୍ରଛାତ୍ରୀ । CBSE ଅନୁବନ୍ଧିତ ସବୁ ସ୍କୁଲରେ ଆଞ୍ଚଳିକ ଭାଷାରେ ପାଠପଢ଼ା ଲାଗି ସର୍କୁଳର ଜାରି କରିଛି CBSE ।

ମହିଳା ଭୋଟ୍ ଲକ୍ଷ୍ୟ: ମିଶନଶକ୍ତି ସ୍କୁଟର ଯୋଜନାରେ ଖର୍ଚ୍ଚ ହେବ ୫୨୮ କୋଟି, କ୍ୟାବିନେଟ୍ ମଞ୍ଜୁରୀ

ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ମହିଳା ଭୋଟ୍ ବ୍ୟାଙ୍କକୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ରାଜ୍ୟର କ୍ଷମତାସୀନ ବିଜେଡି ସରକାର ‘ମିଶନଶକ୍ତି ସ୍କୁଟର ଯୋଜନା’ର ବ୍ୟୟବରାଦକୁ ବୃଦ୍ଧି କରିଛି ।