Browsing Category

ରାଜ୍ୟ

ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ

ଭୁବନେଶ୍ୱର: ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଆଜି ଉଦଘାଟିତ ହୋଇଯାଇଛି । ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ…

ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା

ପୁରୀ: ପାଖେଇ ଆସୁଛି ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା। ଏ ନେଇ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଥିବା ବେଳେ ଆଜି ପବିତ୍ର ଚୈତ୍ର ପୂର୍ଣ୍ଣିମା ତିଥିରେ ନରେନ୍ଦ୍ର ପୁଷ୍କରିଣୀ ଜଳ…

ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…

ଭୁବନେଶ୍ବର: ସମସ୍ତ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ । ତୈଳ କମ୍ପାନୀ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ଏହି ବଡ଼ ସୂଚନା ଦେଇଛନ୍ତି । ସହରାଞ୍ଚଳରେ ୩ ମାସ ମଧ୍ୟରେ PNG ସଂଯୋଗ ପାଇଁ…

ଚିଟଫଣ୍ଡ୍ ଟଙ୍କା ଫେରି ପାଇଲେଣି ୪ ଲକ୍ଷ ୨୭ ହଜାର ୪୮୭ କ୍ଷତିଗ୍ରସ୍ତ….

ଭୁବନେଶ୍ୱର: ୪ ଲକ୍ଷରୁ ଅଧିକ ଲୋକ ଚିଟଫଣ୍ଡ ଟଙ୍କା ଫେରିପାଇଲେଣି ବୋଲି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ୪ ଲକ୍ଷ ୨୭ ହଜାର ୪୮୭…

ଓଡ଼ିଆ ପକ୍ଷ-୨୦୨୬: ଏପ୍ରିଲ ୧ରୁ ୧୪ ଦିନ ଧରି ପାଳନ ହେବ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସଂସ୍କୃତି ଏବଂ ପରମ୍ପରାକୁ ନିଜର ଦୈନନ୍ଦିନ ଜୀବନର ଅଂଶବିଶେଷ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆହ୍ୱାନ କ୍ରମେ ଗତ ବର୍ଷ ୨୦୨୫ ମସିହାରେ…

ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା

ଭୁବନେଶ୍ୱର: ଭୋଟର ଜାଲିଆତିରେ ବଡ଼ ଖୁଲାସା। ଭୋଟର ତାଲିକାରୁ ବାଦ୍ ପଡ଼ିଲେ ୭ ଲକ୍ଷରୁ ଅଧିକ ମତଦାତା। ଏହାର ଖୁଲାସା କଲେ ନିର୍ବାଚନ ଅଧିକାରୀ । ରାଜ୍ୟରେ ଭୋଟର ତାଲିକା ସଂଶୋଧନରେ ବାଦ୍…

ଓଡ଼ିଶାରେ ପିଏନଜି ସଂଯୋଗକୁ ତ୍ୱରାନ୍ୱିତ କରିବା ପାଇଁ ସହରୀ ଗ୍ୟାସ୍ ଭିତ୍ତିଭୂମି ଅନୁମୋଦନ ପ୍ରକ୍ରିୟା ସରଳୀକୃତ

ଭୁବନେଶ୍ୱର: ଓଡ଼ିଶାର ସହରାଞ୍ଚଳରେ ସ୍ୱଚ୍ଛ ଶକ୍ତି ଭିତ୍ତିଭୂମିର ସମ୍ପ୍ରସାରଣକୁ ଶୀଘ୍ର ଶେଷ କରିବା ପାଇଁ ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଗ୍ୟାସ ଅଭାବ ଦୂର ପାଇଁ ବିକଳ୍ପ ବ୍ୟବସ୍ଥା ବ୍ୟବହାର କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟମାନଙ୍କୁ ପିଏନଜି, ବିଦ୍ୟୁତ ଓଭେନ୍, ଇଣ୍ଡକ୍ସନ୍,…

ବିରୋଧୀଙ୍କ ହାଙ୍ଗାମା ଯୋଗୁଁ ନଷ୍ଟ ହେଲାଣି 12 କୋଟି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶୂନ୍ୟକାଳରେ ବିରୋଧୀଙ୍କୁ କଡା ଟାର୍ଗେଟ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ବିରୋଧୀଙ୍କ ହାଙ୍ଗାମା ଯୋଗୁଁ ନଷ୍ଟ ହେଲାଣି 12 କୋଟି । ସାଧାରଣ ଲୋକଙ୍କ…