Browsing Category

ରାଜ୍ୟ

ନଭେମ୍ବର ୨୭ ରାତି ୯ ଯାଏଁ ଜେଇଇ ମେନ୍‌ ଆବେଦନ କରିପାରିବେ, ଏହି ଦିନ ହେବ ପରୀକ୍ଷା…

ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପାଇଁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା । ନଭେମ୍ବର ୨୭ ତାରିଖ ରାତି ୯ଟା ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ ।…

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍‌ ନଭେମ୍ବର ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି…

ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ; ଘାସିରାମ ମାଝୀଙ୍କ ପାଇଁ ଭୋଟ୍ ମାଗିବେ

ନୂଆପଡା:ନୂଆପଡ଼ା ଉପନିର୍ବାଚନ ପାଇଁ ଧିରେ ଧିରେ ଜମିଲାଣି ପ୍ରଚାର । ଆସନ୍ତା ୭ ତାରିଖ ଦିନ ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ତଥା ନୂଆପଡା ଉପନିର୍ବାଚନର ଷ୍ଟାର…

ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି; ଡିସେମ୍ବର ୩୧ ଯାଏଁ ବଢିଲା

ଭୁବନେଶ୍ୱର: ପିଡିଏସ୍‌ ହିତାଧିକାରୀଙ୍କ ପାଇଁ e-KYC ବୃଦ୍ଧି କଲେ ରାଜ୍ୟ ସରକାର। ଏସମ୍ପର୍କରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା…

କଟକ ପ୍ରଶାସନ ତରଫରୁ ପ୍ରଥମଥର ପାଇଁ ତିଆରି ହୋଇଛି ମୁଖ୍ୟ ଗୀତ “ଆମ ଐତିହାସିକ ବାଲିଯାତ୍ରା”

କଟକ: ଓଡ଼ିଶା–ଐତିହାସିକ ବାଲିଯାତ୍ରାର ଗୌରବ ଓ ଓଡ଼ିଶାର ସଂସ୍କୃତିକ ଐତିହ୍ୟକୁ ସାରା ଦେଶରେ ପ୍ରଚାର କରିବା ପାଇଁ, କଟକ ପ୍ରଶାସନ ତରଫରୁ ପ୍ରଥମଥର ପାଇଁ ଏକ ମୁଖ୍ୟ ଗୀତ ତିଆରି ହୋଇଛି- “ଆମ…

ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ, ଆଦିବାସୀ ଯୁବକଙ୍କୁ ଜୀବନରୁ ମାରିଦେବାକୁ …

ନୂଆପଡ଼ା: ବିଜେଡି ନେତା ବବି ଦାସଙ୍କ ନାଁରେ ମାମଲା ରୁଜୁ ହୋଇଛି । ନୂଆପଡ଼ା କୋମନା ଥାନାରେ ବବି ଦାସ ଓ ବିଧାୟକ ଅଧିରାଜ ପାଣିଗ୍ରାହୀଙ୍କ ନାଁରେ ଅଭିଯୋଗ କଲେ କୋମନାର ଆଦିବାସୀ ଯୁବକ ।…

ପୁଣି ଖୋଲିଲା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳ ମହେନ୍ଦ୍ରଗିରି

ଗଜପତି: ବାତ୍ୟା ମୋନ୍ଥାର ପ୍ରଭାବ ସମ୍ପୂର୍ଣ୍ଣ କମିବା ପରେ ଆଜିଠାରୁ ପର୍ଯ୍ୟଟକମାନଙ୍କ ପାଇଁ ପୁଣି ଥରେ ଖୋଲିଛି ଗଜପତି ଜିଲ୍ଲାର ମହେନ୍ଦ୍ରଗିରି ପର୍ବତ । ଐତିହାସିକ, ପୌରାଣିକ,…

ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଦାଏର ହେଲା ଜନସ୍ବାର୍ଥ ମାମଲା

ଭୁବନେଶ୍ୱର: ପ୍ରଦୀପ ଜେନାଙ୍କ ବିରୋଧରେ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାଏର ହୋଇଛି । ଭୁବନେଶ୍ବର କ୍ଲବ ସଭାପତି ଭାବେ ନିର୍ବାଚିତ ପରେ ଏହି ଜନସ୍ବାର୍ଥ ମାମଲା ଦାୟର ହୋଇଛି । ସୁବ୍ରତ କୁମାର…

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୂର୍ବାହ୍ନ ୧୦ଟା ସମୟରେ ରାଜୀବ ଭବନସ୍ଥିତ ଜଳ ସମ୍ପଦ ବିଭାଗ ପରିଦର୍ଶନ କରି ବିଭାଗର ସବିସ୍ତୃତ କାର୍ଯ୍ୟାବଳୀ ସମ୍ପର୍କରେ ପଚାରି ବୁଝିଛନ୍ତି।…

ପଞ୍ଚୁକ ପରେ ହେବ ରତ୍ନଭଣ୍ଡାରର ଗଣତିମଣତି

ଭୁବନେଶ୍ୱର: ପଞ୍ଚୁକ ପରେ ହେବ ରତ୍ନଭଣ୍ଡାରର ଗଣତିମଣତି। ଏନେଇ ପ୍ରକ୍ରିୟା ଜାରି ରହିଥିବା କହିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପଞ୍ଚୁକରେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ଉପରେ…