Browsing Category
ରାଜ୍ୟ
ଲ୍ୟାଣ୍ଡଫଲ୍ ବେଳେ ଭୀଷଣ ବାତ୍ୟା, ଓଡ଼ିଶାରେ ପହଞ୍ଚିଲା ବେଳେ ଦୁର୍ବଳ: ମୃତ୍ୟୁଞ୍ଜୟ ମହାପାତ୍ର
ଭୁବନେଶ୍ବର: ସ୍ଥଳଭାଗକୁ ମାଡ଼ି ଆସୁଛି ବାତ୍ୟା ମୋନ୍ଥା(Cyclonic Storm “Montha” )। ସମୁଦ୍ର ଭିତରେ ଦ୍ରୁତ ଗତିରେ ଆଗକୁ ବଢ଼ୁଛି । ଆସନ୍ତା ୨୮ ତାରିଖ ରାତି ସୁଦ୍ଧା ବାତ୍ୟା ସ୍ଥଳଭାଗ…
ତ୍ୟା ମୋନ୍ଥା ପ୍ରଭାବରେ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା…
ଭୁବନେଶ୍ୱର: ବାତ୍ୟା “ମୋନ୍ଥା” ସୋମବାର ସକାଳ ୮.୩୦ ସମୟରେ ପଶ୍ଚିମକେନ୍ଦ୍ରୀୟ ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଏବଂ ସଂଲଗ୍ନ ଅଞ୍ଚଳଗୁଡ଼ିକ ଉପରେ ଅବସ୍ଥିତ।
ଏହା ପ୍ରଭାବରେ…
ଭୁବନେଶ୍ବର ସମେତ ଏହିସବୁ ସ୍ଥାନରେ ଝଡ଼ବର୍ଷା ଆଲର୍ଟ
ଭୁବନେଶ୍ୱର: ଭୁବନେଶ୍ୱର ସମେତ ତିନୋଟି ଜିଲ୍ଲା ପାଇଁ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ତରଫରୁ ସତର୍କତା ଜାରି କରାଯାଇଛି।
ଖୋର୍ଦ୍ଧା (ଭୁବନେଶ୍ବର) ସମେତ ପୁରୀ ଏବଂ…
ପଛୁଆ ବର୍ଗର ବିକାଶ, ଡବଲ ଇଞ୍ଜିନ ସରକାରର ପ୍ରାଥମିକତା: ବିଜେପି
ଭୁବନେଶ୍ୱର: ଦେଶର ଅନ୍ୟ ରାଜ୍ୟଗୁଡିକ ସହ ଆମ ରାଜ୍ୟକୁ ତୁଳନା କଲେ, ଆମ ରାଜ୍ୟର ଅନେକ ପଛୁଆ ଜାତି ବର୍ଗ ଜାତୀୟ ତାଲିକାଭୁକ୍ତ ହୋଇ ପାରିନାହାନ୍ତି। ରାଜ୍ୟରେ ଯଦିଓ ପଛୁଆବର୍ଗଙ୍କ ସଂଖ୍ୟା…
ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ସାରା ଓଡିଶାକୁ ହାଇଆଲର୍ଟ, ୮ ଜିଲ୍ଲାକୁ ରେଡ୍ ଜୋନ୍…
ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୂର୍ବ ପ୍ରସ୍ତୁତି ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ସ୍ୱତନ୍ତ୍ର ରିଲିଫ୍…
ବାତ୍ୟା ମୋନ୍ଥା: ଗର୍ଭବତୀ ମହିଳାଙ୍କୁ ସ୍ଥାନାନ୍ତର ପାଇଁ ଗଜପତି ପ୍ରଶାସନର ନିର୍ଦ୍ଦେଶ…
ଭୁବନେଶ୍ୱର: ବଙ୍ଗୋପସାଗର ଉପରେ ସୃଷ୍ଟ ବାତ୍ୟା ମୋନ୍ଥାର ପ୍ରଭାବରେ ପ୍ରବଳ ବର୍ଷା ନେଇ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସତର୍କ ସୂଚନା ଜାରି କରାଯାଇଛି। ଏହା ମଧ୍ୟରେ ଗଜପତି ପ୍ରଶାସନ…
ଦକ୍ଷିଣ ଓଡ଼ିଶାରେ ୬୦ରୁ ୭୦ କିମି. ପର୍ଯ୍ୟନ୍ତ ପବନ ବହିପାରେ…
ଭୁବନେଶ୍ୱର: ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତିଙ୍କ ଅନୁଯାୟୀ, ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଥିବା ଗଭୀର ଅବପାତ ଖୁବ୍ ଶୀଘ୍ର ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା…
କୋରାପୁଟ କଫି’ ଉପରେ ପ୍ରଧାନମନ୍ତ୍ରୀଙ୍କ ଚର୍ଚ୍ଚା ଓଡ଼ିଶାକୁ ନୂଆ ପରିଚୟ ଦେଇଛି – ଧର୍ମେନ୍ଦ୍ର ପ୍ରଧାନ*
୧୨୭ତମ ମନ୍ କୀ ବାତରେ କୋରାପୁଟ୍ କଫିର ଚର୍ଚ୍ଚା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍iu
• ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ଜନଜାତି କୃଷକଙ୍କ ପରିଶ୍ରମ ଏବଂ ଓଡ଼ିଶାର ସମୃଦ୍ଧ କୃଷିକୁ ସଠିକ୍ ସମ୍ମାନ…
ଚିପିଲିମା ପାୱାର ଚ୍ୟାନେଲ୍ରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମାଙ୍କୁ ଶେଷ ପୋଷ୍ଟ…
ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଚିପିଲିମା ପାୱାର ଚ୍ୟାନେଲରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ଦୁଇ ଦିନ ପୂର୍ବରୁ ସେ ନିଖୋଜ ହୋଇଥିଲେ।
ବଲାଙ୍ଗୀର ଜିଲ୍ଲାର…
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ
ଭୁବନେଶ୍ବର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି।ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ…