Browsing Category
ରାଜ୍ୟ
ଖସୁଛି ପାରଦ;ରାତ୍ରି ତାପମାତ୍ର ୩ରୁ ୪ ଡିଗ୍ରୀ କମିବ
ଭୁବନେଶ୍ବର:ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓ ଉତ୍ତର ଆଭ୍ୟନ୍ତରୀଣ ବିଭିନ୍ନ ସ୍ଥାନରେ ଅନୁଭୂତ ହେବ ପ୍ରବଳ ଥଣ୍ଡା । ରାଜ୍ୟର ୨୮ସ୍ଥାନରେ ରାତି ତାପମାତ୍ରା ଖସିଛି ଓ…
ଶ୍ରୀମନ୍ଦିର ଭିତରୁ ଡାଲଡା ଘିଅ ଜବତ, କୈଫିୟତ ତଲବ
ପୁରୀ:ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ମହାପ୍ରଭୁଙ୍କୁ ଆଡ଼କିଆ ବା ତ୍ରିବ୍ରିକ୍ରମ ବେଶ । ଏପଟେ ଶ୍ରୀମନ୍ଦିର ଭିତରେ ଡାଲଡା ଘିଅ ଜବତ ହୋଇଛି । ଶ୍ରୀମନ୍ଦିର ଭିତରେ କେବଳ ଓମ୍ଫେଡ୍ ଘିଅ ବ୍ୟବହାର…
ବାପା ମେଡିକାଲରେ ଥିଲା ବେଳେ ଆସିନଥିଲେ ନବୀନ, ଏବେ ଭୋଟ୍ ପାଇଁ ଆସିଛନ୍ତି ନୂଆପଡ଼ା: ଜୟ
ନୂଆପଡ଼ା: ରାଜେନ୍ଦ୍ର ଢୋଲକିଆ ମେଡିକାଲରେ ଥିଲା ବେଳେ ଆସିନଥିଲେ ନବୀନ। ଏବେ ଭୋଟ୍ ପାଇଁ ଆସିଛନ୍ତି ନୂଆପଡ଼ା। ଆଜି କିଛି ଏଭଳି ଭାବେ ସିଧା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କଡ଼ା…
ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ
ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୋମବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା…
ବିଜେଡିକୁ ହଠାତ୍ ଶକ୍ତ ଝଟ୍କା, ବିଜେପିରେ ମିଶିଲେ ଅମର ପଟ୍ଟନାୟକ
ନୂଆପଡା ଉପନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (BJD)କୁ ଶକ୍ତ ଝଟ୍କା । ଗୋଟିଏ ପଟେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିବାକୁ ନୂଆପଡା ଯାଇଥିବା ବେଳେ ଏପଟେ…
ସାମଗ୍ରିକ ଓ ସନ୍ତୁଳିତ ବିକାଶ ପାଇଁ ଜୟଙ୍କୁ ଜିତାଇବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଜୁଏଲ
ନୂଆପଡ଼ା: ଆମେ ଆଦିବାସୀ ପ୍ରାର୍ଥୀ କରିଛୁ ବୋଲି ଆଜି ତଥାକଥିତ ଆଦିବାସୀ ବିରୋଧୀ କଂଗ୍ରେସ କହୁଛି । କିନ୍ତୁ ସେହି କଂଗ୍ରେସ ଦଳ ୫୦ ବର୍ଷ ଧରି ଶାସନରେ ଥିବା ସତ୍ୱେ ଆଦିବାସୀଙ୍କ କଲ୍ୟାଣ ପାଇଁ…
ଆସନ୍ତା ଦୁଇ ଦିନ ମଧ୍ୟରେ ରାତିର ତାପମାତ୍ରା କମିବ, ଆସନ୍ତାକାଲିଠୁ ୮ ଯାଏଁ ରାଜ୍ୟରେ ପାଗ ଶୁଖିଲା ରହିବ
ଭୁବନେଶ୍ୱର: ବାତ୍ୟା ମୋନ୍ଥା ପରେ ବଦଳୁଛି ଓଡିଶାର ପାଗ । ସୋମବାର ଦକ୍ଷିଣ ଉପକୂଳ ଓଡ଼ିଶା ଓ ରାୟଗଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା…
ନଭେମ୍ବର ୨୭ ରାତି ୯ ଯାଏଁ ଜେଇଇ ମେନ୍ ଆବେଦନ କରିପାରିବେ, ଏହି ଦିନ ହେବ ପରୀକ୍ଷା…
ଭୁବନେଶ୍ୱର: ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ ୨୦୨୬ ପାଇଁ ଆରମ୍ଭ ହେଲା ଅନଲାଇନ ଆବେଦନ ପ୍ରକ୍ରିୟା । ନଭେମ୍ବର ୨୭ ତାରିଖ ରାତି ୯ଟା ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଜାରି ରହିବ ।…
ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ନଭେମ୍ବର ୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି…
ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ; ଘାସିରାମ ମାଝୀଙ୍କ ପାଇଁ ଭୋଟ୍ ମାଗିବେ
ନୂଆପଡା:ନୂଆପଡ଼ା ଉପନିର୍ବାଚନ ପାଇଁ ଧିରେ ଧିରେ ଜମିଲାଣି ପ୍ରଚାର । ଆସନ୍ତା ୭ ତାରିଖ ଦିନ ନୂଆପଡ଼ା ଗସ୍ତରେ ଆସୁଛନ୍ତି ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ତଥା ନୂଆପଡା ଉପନିର୍ବାଚନର ଷ୍ଟାର…