Browsing Category
ରାଜ୍ୟ
ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ଉତ୍କର୍ଷ ପାଇଁ ୩ ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ବର: ଶିଳ୍ପ,ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଆଜି ଦକ୍ଷତା ବିକାଶ ଓ ବୈଷୟିକ ବିକାଶ ବିଭାଗ ପକ୍ଷରୁ ଦେଶର ତିନୋଟି ପ୍ରମୁଖ ଅନୁଷ୍ଠାନ…
ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ; ୨୮.୪୬ ଲକ୍ଷ ମହିଳାଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ
ଭୁବନେଶ୍ୱର: ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାର ଠାରେ “ସୁସ୍ଥ ନାରୀ, ସଶକ୍ତ ପରିବାର ଅଭିଯାନ” ଉଦ୍ଘାଟନ କରିଥିଲେ। ସେହି ଦିନ ଭୁବନେଶ୍ୱର ଇଡ଼କୋ…
ପୂଜା ପାଇଁ ଏଥର ଆଗୁଆ ମିଳିବ ଦରମା…
ଭୁବନେଶ୍ୱର: ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା । ଚଳିତ ସେପ୍ଟେମ୍ବର ମାସର ଦରମା ୨୬ ତାରିଖରେ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ…
ଖିଲିଖିଲି ହସିଲାଣି କାଶତଣ୍ଡି: ଧରାପୃଷ୍ଠକୁ ଆଗମନ କରିବେ ଜଗତ ଜନନୀ ମା’ ଦୁର୍ଗା
ଭଦ୍ରକ: ଶରତର ଆଗମନରେ ସଜେଇ ହେଲାଣି ଗାଁ ଠୁ ସହର । ଏବେ ଧରାପୃଷ୍ଠକୁ ଆଗମନ କରିବେ ଜଗତ ଜନନୀ ଦେବୀ ଦୁର୍ଗା । ଶିଳ୍ପୀର ତୁଳୀ ଚଳଚଞ୍ଚଳ ହୋଇଛି । ଶିଳ୍ପୀର ଶେଷ ସ୍ପର୍ଶକୁ ସମସ୍ତେ ଅପେକ୍ଷା…
ବିଧାନସଭା ଘେରାଉ ଉଦ୍ୟମ ବେଳେ ଲୋୟର୍ ପିଏମ୍ଜିରେ ମହିଳା କଂଗ୍ରେସର ଠେଲାପେଲା, ଉଠେଇ ନେଲା ପୋଲିସ
ଭୁବନେଶ୍ୱର: ବାରିକେଡ୍ ଭାଙ୍ଗିଲେ ମହିଳା କଂଗ୍ରେସ କର୍ମୀ। ବିଧାନସଭା ଘେରାଉ ଉଦ୍ୟମ ବେଳେ ଲୋୟର୍ ପିଏମ୍ଜିରେ ଠେଲାପେଲା। ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ୱରେ…
କେନ୍ଦ୍ର ଉଠାଉନି ରାଜ୍ୟ ଚାଉଳ, ସରକାରଙ୍କ ଉପରେ ୮ ହଜାର କୋଟି ଟଙ୍କା ବାକି: ମନ୍ତ୍ରୀ
ଭୁବନେଶ୍ବର: ଖରିଫ ପୂର୍ବରୁ ବଳକା ଚାଉଳକୁ ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ଶାସକ ଓ ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ ବଳକା ଅଛି। ଏହି ଚାଉଳ…
ରାଜ୍ୟରେ ପ୍ରବଳ ବର୍ଷା ଜାରି, ସମ୍ୱଲପୁରରେ ସର୍ବାଧିକ ବର୍ଷା ରେକର୍ଡ
ଭୁବନେଶ୍ବର: ବଙ୍ଗୋପସାଗର ଏବଂ ଓଡ଼ିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଛି ଲଘୁଚାପ । ପୁଣି ୨୫ ତାରିଖ ଆସନ୍ତାକାଲି ବଙ୍ଗୋପସାଗର ଉପରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି।…
ବିଜେଡିର ପ୍ରତିବାଦ; ବିକ୍ଷୋଭକାରୀଙ୍କ ଉପରକୁ ପୋଲିସର ପାଣି ମାଡ଼
ଭୁବନେଶ୍ବର: ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଏ ନେଇ ବିଧାନସଭା ସମ୍ମୁଖରେ ଜୋରଦାର୍ ବିକ୍ଷୋଭ…
କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ
ଭୁବନେଶ୍ୱର: କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ସମ୍ପର୍କରେ ବଡ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି ଯେ, କଟକ-ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ରଦ୍ଦ…
ଓଡ଼ିଆରେ ନାମ ଫଳକ ନ ଲେଖିଲେ ହେବ ମୋକଦ୍ଦମା, ହୋଇଯାଆନ୍ତୁ ସାବଧାନ!
ଭୁବନେଶ୍ୱର: ଓଡ଼ିଆରେ ନାମଫଳକ ନ ଲେଖିଥିଲେ ସାବଧାନ୍ । ଆପଣଙ୍କ ନାଁରେ ରୁଜୁ ହୋଇପାରେ ମାମଲା । ଓଡ଼ିଆରେ ନାମ ଫଳକ ନଲେଖିଲେ ହେବ ମୋକଦ୍ଦମା। ଖିଲାପକାରୀ ୧୦୦ ବ୍ୟବସାୟ ପ୍ରତିଷ୍ଠାନ…