Browsing Category

ରାଜ୍ୟ

ଆସୁଛି ପାର୍ବଣ; ଏପଟେ ବଢିଲା ସୁନା-ରୂପା ଦର

ଭୁବନେଶ୍ବର: ଚିନ୍ତା ବଢେଇଛି ସୁନା ଏବଂ ରୂପା ଦର । ଆଜି ପୁଣି ଭାରତୀୟ ବଜାରରେ ସୁନା ଏବଂ ରୂପା ଦର ବଢିଲା । ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୧୧,୩୩୦…

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ: ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ କାର୍ଯ୍ୟ ଦିବସରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଚି । ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପେନସନ୍ ପାଇବେ ଏହି ସୁଭଦ୍ରା ହିତାଧିକାରୀ…

ଭୁବନେଶ୍ବର: ୬୦ ବର୍ଷ ବୟସ୍କ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ । ସୁଭଦ୍ରା ଯୋଜନା ଅଧୀନରେ ୬୦ ବର୍ଷ ଏବଂ ତଦୁର୍ଦ୍ଧ୍ୱ ବୟସର ହିତାଧିକାରୀମାନେ ଏବେ ପେନସନ ଲାଭ ପାଇଁ ଯୋଗ୍ୟ ହେବେ…

ସାର କଳାବଜାରୀ ହେଉଛି, ଖୁବ୍‌ଶୀଘ୍ର ସମସ୍ୟାର ସମାଧାନ ହେବ: ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟରେ ସାର କଳାବଜାରୀ ହେଉଥିବା ମାନିଲେ ବିଭାଗୀୟ ମନ୍ତ୍ରୀ। ଜାଣିଶୁଣି କିଛି ଲୋକ କଳାବଜାରୀ କରୁଥିବା ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ମନ୍ତ୍ରୀ କହିଛନ୍ତି,…

ଦିବଙ୍ଗତ ସଦସ୍ୟଙ୍କ ସମ୍ମାନାର୍ଥେ ଆସନ୍ତକାଲି ଯାଏ ବିଧାନସଭା ମୁଲତବି

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଗୁରୁବାର ଦିନ ଆରମ୍ଭ ହୋଇଥିବା ବେଳେ ସ୍ବର୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ ଏବଂ ପାଞ୍ଚ ଜଣ ପୂର୍ବତନ ଦିବଙ୍ଗତ ସଦସ୍ୟଙ୍କ ପାଇଁ ଶୋକସଭା ପରେ…

ବର୍ଷା ଯୋଗୁ ମାନ୍ଦା ହୋଇପାରେ ଦଶହରା ; ୨୫ ଆଡ଼କୁ ବଙ୍ଗୋପସାଗରରେ…

ଭୁବନେଶ୍ବର: ଆସନ୍ତା ୨୫ ବା ୨୬ ତାରିଖ ଆଡ଼କୁ ବଙ୍ଗୋପସାଗରରେ ଏ‌କ ଲଘୁଚାପ ସୃଷ୍ଟି ହୋଇପାରେ । ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆସନ୍ତା ୨୫ ବା ୨୬ ତାରିଖରେ ଉତ୍ତର…

ମାଟିତଳୁ ମିଳିଲା ମହିଳା ଟ୍ରାଫିକ୍ କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

କେନ୍ଦୁଝର: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣା । ମାଟିତଳୁ ବାହାରିଲା ଶୁଭମିତ୍ରାଙ୍କ ମୃତଦେହ । ଅଖା ଭିତରେ ବନ୍ଧା ଯାଇଥିବା ଅବସ୍ଥାରେ ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଗାଁ ସ୍ଥିତ…

ବାଲୁକା ଆନିମେସନ ମାଧ୍ୟମରେ ମୋଦିଙ୍କୁ ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୫ତମ ଜନ୍ମଦିନ। ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କର ୭୫ତମ ଜନ୍ମଦିନ ଉପଲକ୍ଷେ ପୁରୀସ୍ଥିତ…

ବିଧାନସଭା ମୌସୁମୀ ଅଧିବେଶନ, ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଡିଜି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ବିଧାନସଭା ଅଧିବେଶନ। ମୌସୁମୀ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ଅଧିବେଶନ ୨୫ ତାରିଖ ଯାଏ ଚାଲିବ। ବିଧାନସଭାରେ ୭ଟି କାର୍ଯ୍ୟ ଦିବସ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ୧ କୋଟି ୪ ହଜାର ପାର କଲା ବୃକ୍ଷରୋପଣ

ଭୁବନେଶ୍ବର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସ । ଏହି ଅବସରରେ ଏକାମ୍ର କଲେଜ ପରିସରରେ ଗଛ ଲଗାଇ ‘ଏକ୍‌ ପେ ମାକେ ନାମ୍‌’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ…