Browsing Category
ରାଜ୍ୟ
ପ୍ରଥମ କିଟ୍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ଉଦଯାପିତ
ଭୁବନେଶ୍ୱର: ପ୍ରଥମ କିଟ୍ ଇଣ୍ଟରନ୍ୟାସନାଲ ମୁଟ୍ କୋର୍ଟ ପ୍ରତିଯୋଗିତା ୨୦୨୫ ରବିବାର ଉଦଯାପିତ ହୋଇଯାଇଛି। ଏଥିରେ ନାଲସାର, ହାଇଦ୍ରାବାଦ ଦଳକୁ ବିଜୟୀ ଘୋଷଣା କରାଯିବା ସହ ୨ ଲକ୍ଷ ଟଙ୍କାର ନଗଦ…
୧୯ ତାରିଖରୁ ଆରମ୍ଭ ହେବ ହବିଷ୍ୟାଳୀ ପଞ୍ଜିକରଣ
ପୁରୀ: ଅକ୍ଟୋବର ୭ରୁ ହବିଷ ବ୍ରତ ଆରମ୍ଭ ହେବ। ମାସେ ଧରି ବ୍ରତ ପାଳନ କରିବେ ହବିଷ୍ଯାଳୀ। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଆସନ୍ତା ୧୯ତାରିଖ…
୩୧ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ଶିକ୍ଷୟିତ୍ରୀ ନିଲମ୍ବିତ
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ଏକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ସହକାରୀ ଶିକ୍ଷୟିତ୍ରୀ ୩୧ ଜଣ ଛାତ୍ରଛାତ୍ରୀଙ୍କୁ ମାଡ଼ ମାରିବା ଅଭିଯୋଗରେ ନିଲମ୍ବିତ ହୋଇଛନ୍ତି।
ଶୁକ୍ରବାର ବେତନଟି…
ସୁଭଦ୍ରା ପାଇଁ ଆଉ ଏକ ଖୁସି ଖବର, ଏଣିକି ଅଭିଯୋଗ କଲେ ତୁରନ୍ତ ସମସ୍ୟାର ହେବ ସମାଧାନ
ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ଆସିଲା ଖୁସି ଖବର । ଅଭିଯୋଗ କଲେ ଏଣିକି ତୁରନ୍ତ ସମସ୍ୟାର ସମାଧାନ ହେବ । ବର୍ତ୍ତମାନ ସୁଦ୍ଧା ୨ ଲକ୍ଷ ୮୫ ହଜାର ହିତାଧିକାରୀ ଏଥିରୁ ବାଦ ପଡିଛନ୍ତି । ଆସନ୍ତା…
ଏଣିକି ଶନିବାର ସାଢ଼େ ୧୨ଟା ପୂର୍ବରୁ ସ୍କୁଲ୍ ବନ୍ଦ କଲେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ଖୋର୍ଦ୍ଧା: ଦିନ ୧୧ ନୁହଁ ଏବେ ସାଢେ ୧୨ଟା ପର୍ଯ୍ୟାନ୍ତ ଖୋଲା ରହିବ ସ୍କୁଲ । ବେଗୁନିଆ ବ୍ଳକର ବିଭିନ୍ନ ପ୍ରାଥମିକ ସ୍କୁଲ ଗୁଡିକ ପୂର୍ବୂରୁ ଶନିବାର ଦିନ ୧୧ଟା ସୁଦ୍ଧା ଛୁଟି ହେଉଯାଉଥିଲା ।…
ଆଉ ୬ମାସ ବଢ଼ିଲା ପିଏମ୍ କିଷାନ ଅବଧି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର କେୱାଇସି ସମୟ ସୀମାକୁ ଛଅ ମାସ ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର।
ସେପ୍ଟେମ୍ବର ୮ ତାରିଖରୁ ଆରମ୍ଭ ହୋଇଥିବା ଏହି ଅବଧି ବୃଦ୍ଧିର…
‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ, ୪୨ ଦିନ ହେବ ମିଳୁନି ଦରମା
ଭୁବନେଶ୍ୱର: ‘ଆମ ବସ୍’ ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ। ରାଜଧାନୀରେ ଗଡୁନି ଆମ ବସ୍। ୪୨ ଦିନ ହେବ ଦରମା ମିଳିନଥିବାରୁ ଡ୍ରାଇଭରଙ୍କ ଆନ୍ଦୋଳନ। ପୋଖରୀପୁଟ ଡିପୋରେ ଆନ୍ଦୋଳନ କାରଣରୁ…
ସେପ୍ଟେମ୍ବର ୨୭ରେ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେପ୍ଟେମ୍ବର ୨୭ରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।
ଏହି ଅବସରରେ ସେ ବ୍ରହ୍ମପୁରରେ ଏକ ବିଶାଳ ଜନ ସମାବେଶରେ ଯୋଗଦେବାର…
ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଯାଏଁ ‘ସ୍ୱଚ୍ଛୋତ୍ସବ’ ପାଳନ ନେଇ ୟୁଏଲବି ମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ମାନଙ୍କୁ “ସ୍ୱଚ୍ଛୋତ୍ସବ” ଭାବନା ସହିତ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨…
୮ ଛାତ୍ରଙ୍କ ଆଖିରେ ଫେଭିକ୍ବିକ୍ ଲଗାଇଦେଲେ ଅନ୍ୟ ଛାତ୍ର, ହସ୍ପିଟାଲରେ ଭର୍ତ୍ତି
ଫିରିଙ୍ଗିଆ: କନ୍ଧମାଳ ଫିରିଙ୍ଗିଆ ବ୍ଲକର ଏକ ଆଶ୍ରମ ସ୍କୁଲରେ ଆଠ ଜଣ ଛାତ୍ରଙ୍କ ଆଖିରେ ଅନ୍ୟ ଛାତ୍ରମାନେ ଫେଭିକ୍ୱିକ୍ ଲଗାଇ ଦେଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁଯାୟୀ, କିଛି ଛାତ୍ର…