Browsing Category
ରାଜ୍ୟ
ବାଣୀବିହାର ବନ୍ଦ ଡ଼ାକରା: ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବା ନେଇ ଚାପା ଉତ୍ତେଜନା
ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ।…
ଟ୍ୟାଙ୍କର ସହ ପିଟିହେଲା ‘ଆମ ବସ୍’, ୧୫ ଆହତ, ଗୁରୁତର ଆହତ ବଡ ମେଡିକାଲରେ ଭର୍ତ୍ତି…
ଭୁବନେଶ୍ବର: ପୁଣି ଆମ ବସ୍ ଦୁର୍ଘଟଣା । ମଙ୍ଗଳବାର ସକାଳୁ ଚୌଦ୍ୱାରର ଟାଙ୍ଗୀ ପୋଲିସ ସୀମା ଅନ୍ତର୍ଗତ ଛତିଲାଗଡ଼ା ନିକଟରେ ଏକ ଆମ ବସ୍ ଛିଡା ହୋଇଥିବା ଟ୍ୟାଙ୍କର ସହିତ ଧକ୍କା ହୋଇଛି । ଫଳରେ…
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ, ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ। ଭିତର କାଠ ପାଖରେ ଛେପ ଖଙ୍କାର ପଡ଼ିବାରୁ ମହାସ୍ନାନ ହେବ। ଅବକାଶ ପୂଜା ସମୟରେ ବଡ଼ ମହାସ୍ନାନ ହେଉଛି। ବଡ଼ ମହାସ୍ନାନ ଯୋଗୁଁ ସାଧାରଣ ଦର୍ଶନକୁ…
ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଜାରି କଲା ଜଳ ସମ୍ପଦ ବିଭାଗ
ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି…
ବିଜେଡି ଛାଡିଲେ ଭାସ୍କର ରାଓ, ଦଳ ପ୍ରତି ଅସନ୍ତୋଷ ଝାଡି ଘୋଷଣା କଲେ ‘ବିଜୁ ସ୍ୱାଭିମାନ ମଞ୍ଚ’
ଭୁବନେଶ୍ବର: ପୁଣି ବିଜେଡିକୁ ଶକ୍ତ ଝଟକା । ଅସନ୍ତୋଷ ଝାଡି ଦଳ ଛାଡିଲେ ବରିଷ୍ଠ ନେତା ତଥା ବିଜେଡିର ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ । ପୂର୍ବତନ ସାଂସଦ ଭାସ୍କର ଆଜି ଏକ…
ଆସନ୍ତାକାଲି ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ: ମେୟର
ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ…
ବାଦ ପଡ଼ିଥିବା ହିତାଧିକାରୀଙ୍କୁ ଯୋଡ଼ିବା ନେଇ କାଲି ବୈଠକରେ ହେବ ନିଷ୍ପତ୍ତି
ଭୁବନେଶ୍ଵର: ସୁଭଦ୍ରାକୁ ନେଇ ବଡ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଯୋଜନାରୁ ବାଦ ପଡିଥିବା ହିତାଧିକାରୀ ସାମିଲ ହେବେ । ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ ଅନୁଷ୍ଠିତ…
ପ୍ରବଳ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି
ଭୁବନେଶ୍ୱର: ମୌସୁମୀ ସକ୍ରିୟ ଥିବାରୁ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଉପରେ ବାୟୁମଣ୍ଡଳୀୟ ଘୁର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ତୀବ୍ରତା ବଢ଼ିଛି ।…
ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା: ପରଲୋକରେ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ସୋମବର ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇ ସ୍ଥିତ ଘରୋଇ…
ପିତୃପକ୍ଷ ଆରମ୍ଭ, ପିତୃପୁରୁଷଙ୍କୁ ପିଣ୍ଡଦେବାକୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ପ୍ରବଳ ଭିଡ
ପୁରୀ/ଭୁବନେଶ୍ବର: ଆଜି ହେଉଛି ଆଶ୍ୱିନ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜି ଠାରୁ ପିତୃପକ୍ଷ ଆରମ୍ଭ ହୋଇଛି । ଏହି ସମୟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିଳତର୍ପଣ ଓ ପିଣ୍ଡଦାନ କରାଯାଏ । ଏହା ୧୫…