Browsing Category
ରାଜ୍ୟ
ବଡ଼ ଘୋଷଣା କଲେ ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର
ଭୁବନେଶ୍ୱର: ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ…
ପୁଣି ଭାଇରାଲ୍ ହେଲା ଶ୍ରୀଜଗନ୍ନାଥ ମନ୍ଦିର ପରିସର ଫଟୋ
ପୁରୀ:କଟକଣାକୁ କରାଯାଉଛି ବେଖାତିର । କଡା ଚେକିଂ ସତ୍ତ୍ବେ ଶ୍ରୀଜଗନ୍ନାଥ ମନ୍ଦିର ପରିସର ଫଟୋ ଉଠିଛି ଓ ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି । ଶ୍ରୀମନ୍ଦିର ଭିତରରେ ଯୁବକ ଜଣକ ନିଜର…
ଏଥର ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ଦିଆଯିବ ନିଶାମୁକ୍ତ ବାର୍ତ୍ତା
ଭୁବନେଶ୍ବର: ଆରମ୍ଭ ହେଲାଣି ପାର୍ବଣ ଋତୁ। ଆଉ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ। ଚଳିତ ବର୍ଷ ପୂଜାରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ…
ଏବେ ସବୁ ଅଙ୍ଗନବାଡି ସ୍କୁଲ୍ରେ ସାମିଲ୍ ସମ୍ଭବ ନୁହେଁ: ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ସ୍କୁଲ୍ରେ ଅଙ୍ଗନବାଡି ସାମିଲ ନେଇ ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ଦେଇଛନ୍ତି ପ୍ରତିକ୍ରିୟା। ମନ୍ତ୍ରୀ କହିଛନ୍ତି, ‘ଶିଶୁବାଟିକା ୩କୁ ସ୍କୁଲ୍ରେ ସାମିଲ କରାଯାଇଛି। ଏବେ ବି…
ରାଜ୍ୟରେ ବର୍ଷା ସ୍ଥିତି ନେଇ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା, କୌଣସି ନଦୀରେ ବନ୍ୟା ନାହିଁ
ଭୁବନେଶ୍ୱର: ରାଜ୍ୟରେ ବର୍ଷା ସ୍ଥିତି ନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ପ୍ରତିକ୍ରିୟା। ଲଗାଣ ବର୍ଷା ଲାଗି ରହିଛି, ହେଲେ କୌଣସି ନଦୀରେ ବନ୍ୟା ନାହିଁ। ଯେଉଁ ଅଧିକ ବର୍ଷା ଆକଳନ…
ପୁଣି ବ୍ୟାପିଲାଣି କି ବାର୍ଡ ଫ୍ଲୁ! ମଲେଣି ୩୦୦ରୁ ଅଧିକ କୁକୁଡ଼ା
ଜଗତସିଂହପୁର: ପୁଣି ବ୍ୟାପିଲାଣି କି ବାର୍ଡ ଫ୍ଲୁ ! ଜଗତସିଂହପୁର ଜିଲ୍ଲା ମଖି ଅଞ୍ଚଳରେ ଦେଖିବାକୁ ମିଳିଛି କୁକୁଡ଼ା ମଡ଼କ। ଏକ ଫାର୍ମରେ ଗତକାଲି ରାତିରେ ୩୦୦ରୁ ଅଧିକ କୁକୁଡ଼ା ମରିଯାଇଛନ୍ତି।…
ଅର୍ଚ୍ଚନା ନାଗଙ୍କୁ ମାରିବାକୁ ଉଦ୍ୟମ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ
ଭୁବନେଶ୍ବର: ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ । ରାତି ଅଧରେ ଘରେ ପଶି ମାରଣାସ୍ତ୍ରରେ ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ ସହ ଜୀବନରୁ ମାରିବାକୁ ଉଦ୍ୟମ କରିଥିବା ନେଇ…
ଶ୍ରୀମନ୍ଦିର ପରିଚାଳନା ବୈଠକରେ ନିଷ୍ପତ୍ତି; ପ୍ରଥମ ହୁଣ୍ଡି ସ୍ଥାନାନ୍ତର ତାପରେ ଧାଡି ଦର୍ଶନ..
ପୁରୀ: ଶ୍ରୀମନ୍ଦିର ନୂଆ ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ । ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା ସହିତ କିଛି ବଡ଼ ନିଷ୍ପତ୍ତି ମଧ୍ୟ ନିଆଯାଇଛି । ସେଥିମଧ୍ୟରେ…
କିଟରେ ୩୧ତମ ରାଜ୍ୟ ଏସଏନଏଆଇ ଦ୍ୱିବାର୍ଷିକ ସମ୍ମିଳନୀ ଉଦଯାପିତ
ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଷ୍ଟୁଡ଼େଣ୍ଟ ନର୍ସେସ୍ ଆସୋସିଏସନ ଅଫ୍ ଇଣ୍ଡିଆ(ଏସ୍ଏନ୍ଏଆଇ) ଓଡ଼ିଶା ରାଜ୍ୟ ଶାଖାର ୩୧ତମ ଦ୍ୱିବାର୍ଷିକ ସମ୍ମିଳନୀ ରବିବାର ଉଦ୍ଯାପିତ ହୋଇଯାଇଛି।…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଏହି ସବୁକୁ ଜିଲ୍ଲାକୁ ଆଲର୍ଟ ଜାରି
ଭୁବନେଶ୍ଵର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ…