Browsing Category
ରାଜ୍ୟ
ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ, ୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ମୁହାଁ ହେବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିବ।…
ଡଙ୍ଗାର ଷ୍ଟୋରେଜ୍ ଚାମ୍ବରରେ ୨ ମତ୍ସ୍ୟଜୀବୀ ମୃତ
ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ଏକ ଡଙ୍ଗାର ଷ୍ଟୋରେଜ୍ ଚାମ୍ବରରେ ଶ୍ୱାସରୁଦ୍ଧ ହୋଇ ଦୁଇଜଣ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଛି।
ଶନିବାର ଦିନ ଚାନ୍ଦିପୁର ନିକଟସ୍ଥ ବଲରାମଗୁଡି ଘାଟରେ ଏହି…
ରାଜ୍ୟରେ କେମିତି ମାଛ ଚାଷ ବୃଦ୍ଧି ହେବ ସେ ନେଇ ଏକ ପ୍ରୋଜେକ୍ଟ ତିଆରି କରାଯାଉ: ରାଜ୍ୟପାଳ
ଭୁବନେଶ୍ବର: ଓଡ଼ିଶା କୃଷି ଓ ବୈଜ୍ଞାନିକ ବିଶ୍ୱବିଦ୍ୟାଳୟର ୬୪ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ତଥା କୁଳପତି ଡକ୍ଟର୍ ହରିବାବୁ କମ୍ଭମପତି, ଉପ…
ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ; ଯୋଗ ଦେବେ ପିସିସି ସଭାପତି
ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା କଂଗ୍ରେସ ପାଇଁ ଦିଲ୍ଲୀରେ ବଡ଼ ବୈଠକ ହେବ । ଏହି ବୈଠକ ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ବୈଠକରେ ଯୋଗଦେବେ ପିସିସି ସଭାପତି ଭକ୍ତ ଦାସ ଓ…
ଭଦ୍ରକରେ ବନ୍ୟା ସ୍ଥିତି; ୨ ଦିନ ପାଇଁ ସ୍କୁଲ ଛୁଟି ଘୋଷଣା
ଭଦ୍ରକ: ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଯାହା ଫଳରେ ଭଦ୍ରକ ଜିଲ୍ଲା ପ୍ରଶାସନ ସ୍କୁଲ ଗୁଡ଼ିକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।…
ପୁଣି ଭୁବନେଶ୍ବର ବିମାନ ବନ୍ଦରରୁ ୪ କୋଟିର ମାରିଜୁଆନା ଜବତ
ଭୁବନେଶ୍ୱର: ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ପୁଣି ୪ କୋଟି ଟଙ୍କାର ମାରିଜୁଆନା ଜବତ ହୋଇଛି । ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ୍ ବିଭାଗ ।…
ଫିନଟେକ୍ କ୍ଷେତ୍ରରେ ଏକବିଂଶ ଶତାବ୍ଦୀର ସମ୍ପୂର୍ଣ୍ଣ ସୁଯୋଗ ନେବେ ଓଡ଼ିଶାର ଯୁବପିଢ଼ି – ଧର୍ମେନ୍ଦ୍ର ପ୍ରଧାନ
ସମନ୍ୱିତ ବିଶ୍ୱ ଆର୍ଥିକ ପ୍ରଯୁକ୍ତିବିଦ୍ୟା ସାମର୍ଥ୍ୟ ହବ୍’ (I-GFTCH) - ଭାରତନେତ୍ରର ଶୁଭାରମ୍ଭ
ଫିନଟେକ୍ କ୍ଷେତ୍ରରେ ଏକବିଂଶ ଶତାବ୍ଦୀର ସମ୍ପୂର୍ଣ୍ଣ
ସୁଯୋଗ ନେବେ ଓଡ଼ିଶାର ଯୁବପିଢ଼ି -…
ନିମ୍ନ ମାନର କାମ ହେଲେ ଦୃଢ କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଗ୍ରାମ୍ୟ ଉନ୍ନୟନ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ…
ରାଜଧାନୀରେ ହେବ କୁକୁର ଗଣନା; କାନରେ ଲାଗିବ ଟ୍ୟାଗ …
ଭୁବନେଶ୍ବର: କୁକୁରଙ୍କ ସଂଖ୍ୟା ଜାଣିବା ପାଇଁ ରାଜଧାନୀରେ ହେବ ଡଗ୍ ସେନସସ । ରାଜଧାନୀ ଭୁବନେଶ୍ୱରରେ ଉଭୟ ବୁଲା ଏବଂ ପୋଷା କୁକୁର ଗଣନା ହେବ ବୋଲି ଶୁକ୍ରବାର BMC ମେୟର ସୁଲୋଚନା ଦାସ ସୂଚନା…
୨୫ରେ ଆଉ ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ! ଅରେଞ୍ଜ ଆଲର୍ଟ ଜାରି..
ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା…