Browsing Category

ରାଜ୍ୟ

ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ଦିଆଯିବ ପ୍ରସ୍ତାବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ଗଠନ ହେବ ବୈଷୟିକ କମିଟି। ଏପରି ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୃତ୍ୟୁ ପରେ ଅଙ୍ଗ ଦାନ; ୨୪ ଜଣଙ୍କୁ ସୂରଜ ସମ୍ମାନ ପ୍ରଦାନ

ଭୁବନେଶ୍ଵର: ଅଙ୍ଗଦାନଠୁ ମହତ କାର୍ଯ୍ୟ କିଛି ନାହିଁ। ଅଦ୍ୟାବଧି ରାଜ୍ୟରେ ୧୪ଟି ଚିକିତ୍ସାଳୟକୁ ଅଙ୍ଗ ପ୍ରତିରୋପଣ ନିମନ୍ତେ ପଞ୍ଜୀକୃତ କରାଯାଇଛି। ଆଜି ଲୋକସେବା ଭବନ ସମ୍ମିଳନୀ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ୧୫ ତାରିଖ ଯାଏଁ ପ୍ରବଳରୁ…

ଯାତ୍ରୀଙ୍କ ପାଇଁ ଖୁସି ଖବର: ପୁରୀରୁ ରାଜସ୍ଥାନକୁ ଗଡ଼ିବ ଟ୍ରେନ, ମହୋଦଧି ସହ ଯୋଡି ହେବ ମରୁଭୂମି

ପୁରୀ: ପୁରୀରୁ ରାଜସ୍ଥାନକୁ ସିଧାସଳଖ ଗଡ଼ିବ ଟ୍ରେନ। ମହୋଦଧି ସହ ଯୋଡ଼ି ହେବ ମରୁଭୂମି। ବଙ୍ଗୋପସାଗର ଅଞ୍ଚଳ ସହ ଯୋଡି ହେବ ରାଜସ୍ଥାନର ଥର୍ ମରୁଭୂମି। ଏଭଳି ଏକ ଐତିହାସିକ ପଦକ୍ଷେପ ନେଇଛି…

ଶ୍ରୀମନ୍ଦିରରେ ଧମକପୂର୍ଣ୍ଣ ପୋଷ୍ଟର ଘଟଣା: ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ

ପୁରୀ: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ବ ପରିକ୍ରମା ମାର୍ଗରେ ଧମକପୂର୍ଣ୍ଣ ଲେଖା ଘଟଣା। ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଅଟକ ରଖିଲା ସିଂହଦ୍ବାର ଥାନା ପୋଲିସ। ସିଂହଦ୍ବାର ଥାନାରେ ଅଟକ ରଖି ପୋଲିସ କରୁଛି…

ଅମଲା ସଂଘର ସମୂହ ଛୁଟି ପ୍ରସଙ୍ଗ;’ଆନ୍ଦୋଳନରୁ ନ ଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ’

ଭୁବନେଶ୍ବର: ଓଡ଼ିଶା ରାଜସ୍ବ ଅମଲା ସଂଘକୁ ଆନ୍ଦୋଳନରୁ ଓହରିବାକୁ ରାଜସ୍ବ ମନ୍ତ୍ରୀଙ୍କ ଅପିଲ୍‌ । ଆନ୍ଦୋଳନରୁ ନ ଓହରିଲେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ କହିଛନ୍ତି । ବିନା ସ୍ବୀକୃତିରେ ଛୁଟିରେ…

‘ଏମ୍‌.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲ’ର ଶୁଭାରମ୍ଭ; ପ୍ରକଳ୍ପର ବାସ୍ତବ ସ୍ଥିତି ସମ୍ପର୍କରେ ହେବେ ଅବଗତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିବା ସହିତ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର…

ସେମିକଣ୍ଡକ୍ଟର କ୍ଷେତ୍ରରେ ଓଡ଼ିଶାକୁ ମୋଦିଜୀଙ୍କ ୨୨୫୦ କୋଟି ଟଙ୍କାର ଉପହାର- ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶାରେ ୨ଟି ସେମିକଣ୍ଡକ୍ଟର ଉତ୍ପାଦନ ୟୁନିଟ୍ ପ୍ରତିଷ୍ଠାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ • ପୂର୍ବ ଭାରତ ମିଶନରେ ଐତିହାସିକ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ,…

ବରଗଡ଼ ନାବାଳିକା ପୋଡ଼ି ଘଟଣାରେ ନବୀନଙ୍କ ଶୋକ ପ୍ରକାଶ: କହିଲେ, ନିଆଁ ଲଗାଇ ଜୀବନ ହାରିବାର ଧାରା ଅତ୍ୟନ୍ତ ବିଚଳିତ

ଭୁବନେଶ୍ୱର: ବରଗଡ଼ ଗାଇସିଲେଟ ବ୍ଲକ ପିରିଙ୍ଗିମାଳ ଗାଁରେ ନାବାଳିକାଙ୍କ ମୃତ୍ୟୁ ଘଟଣା ନେଇ ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଝିଅମାନେ ନିଜ ଦେହରେ ନିଆଁ ଲଗାଇ ଜୀବନ…

ଅଷ୍ଟମ ଶ୍ରେଣୀର ଛାତ୍ରର ଜୀବନ ନେଲା ‘ଅନ୍‌ଲାଇନ ଗେମ୍‌’!

ବାଲେଶ୍ବର: ଅନ୍‌ଲାଇନ ଗେମ୍‌ ଖେଳିବାକୁ ମନା କରିବାରୁ ଝୁଲିପଡ଼ିଲେ ଛାତ୍ର । ବାଥରୁମ୍‌ରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କଲେ ଅଷ୍ଟମ ଶ୍ରେଣୀର ଛାତ୍ର । ଅନଲାଇନ ଗେମ୍ ଖେଳକୁ ପରିବାର ଲୋକେ…