Browsing Category

education

ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍

ଭୁବନେଶ୍ୱର: ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ତାରିଖରୁ ଆରମ୍ଭ ହେବ। ୧୫…

ବୁଦ୍ଧି ବାପା ନା ମା’ଙ୍କଠୁ ଆସିଥାଏ ? ରିସର୍ଚ୍ଚରୁ ଜଣାପଢ଼ିଲା କାହାଠୁ ଆସିଥାଏ ଅଧିକ ନଲେଜ୍

ନୂଆଦିଲ୍ଲୀ: ଅନେକ ସମୟରେ ଆମେ ଦେଖିଥାଉ ଯେ ଘରେ ଛୋଟ ପିଲାଙ୍କୁ ମଜାରେ କହନ୍ତି ଏହାର ବୁଦ୍ଧି ତା’ ବାପାଙ୍କ ପାଖରୁ ଆସିଛି ବା ମା’ଙ୍କଠୁ ଆସିଛି । ଏହି ସମୟରେ କେତେବେଳେ ବାପା ଗର୍ବରେ…

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟି ଟଙ୍କାର ଆର୍ଥିକ ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି…

ସ୍କୁଲ ସାଇନ୍ ବୋର୍ଡ ପଡ଼ି ଜଣେ ଛାତ୍ର ମୃତ, ୨ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।…

୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା ପ୍ରକାଶ ;୩୮ ଦିନ ଖରା ଛୁଟି…

ଭୁବନେଶ୍ବର:ପ୍ରକାଶ ପାଇଲା ୨୦୨୬ ପାଇଁ ସ୍କୁଲ ଛୁଟି ତାଲିକା। ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଆସନ୍ତା ୨୦୨୬ ବର୍ଷ ପାଇଁ ଛୁଟି ତାଲିକା ପ୍ରକାଶ ପାଇଛି। ଆସନ୍ତା ବର୍ଷ ରବିବାର…

OTET exam time: ଆସନ୍ତାକାଲି OTET ପରୀକ୍ଷା;ଘୁଞ୍ଚିଲା ପରୀକ୍ଷା ସମୟ

ଭୁବନେଶ୍ବର: ଆସନ୍ତା ୧୭ରେ ସାରା ରାଜ୍ୟରେ ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ତେବେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)ର ସମୟରେ ପରିବର୍ତ୍ତନ କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା…

ଓଟିଇଟି ପ୍ରଶ୍ନପତ୍ର ଲିକ୍ ରୋକିବା ପାଇଁ ହେଇଛି ଏହି ବ୍ୟବସ୍ଥା…ଡିସେମ୍ବର ୧୭ରେ ପରୀକ୍ଷା

କଟକ: ସାରା ରାଜ୍ୟରେ OTET ପରୀକ୍ଷା ଆସନ୍ତା ୧୭ ତାରିଖରେ ଅନୁଷ୍ଠିତ ହେବ । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର…

OSSTET- ୨୦୨୫ ପରୀକ୍ଷା ହେବ ଏହି ଦିନ… ଆଜି ଠାରୁ ଆବେଦନ ଆରମ୍ଭ

କଟକ: ଆସନ୍ତା ଜାନୁଆରୀ ୨୦ରେ ଓଡ଼ିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)OSSTET- ୨୦୨୫ । ଆଶାୟୀ ପ୍ରାର୍ଥୀମାନେ ଆଜିଠାରୁ ଅବେଦନ କରିପାରିବେ। ଆସନ୍ତା ୧୭ ତାରିଖ…

ଏଏନ୍ଏମ୍ ପରୀକ୍ଷା ପ୍ରଶ୍ନପତ୍ର ଲିକ୍…

ଭୁବନେଶ୍ୱର: ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ମଧ୍ୟରେ ଓଡ଼ିଶାର ଡାକ୍ତରୀ ଶିକ୍ଷା ଏବଂ ତାଲିମ ନିର୍ଦ୍ଦେଶକ (ଡିଏମଇଟି) ଶୁକ୍ରବାର ଦିନ ଅପରାହ୍ନ ୨ଟାରେ ଆରମ୍ଭ ହେବାକୁ ଥିବା ସହାୟକ ନର୍ସ…

ମହାବିଦ୍ୟାଳୟଗୁଡିକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ କଡା ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ । ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି…