Browsing Category
Uncategorized
ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ
ଭୁବନେଶ୍ବର: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବୋଲଗଡ଼ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଫୋପଡ଼ା ମାମଲାରେ ଗିରଫ…
ସମ୍ବଲପୁର ମହାନ୍ତିପଡାରେ କାର୍ଯ୍ୟକର୍ତ୍ତା ସମାବେଶରେ କେନ୍ଦ୍ରମନ୍ତ୍ରୀ
ସମ୍ବଲପୁର ମହାନ୍ତିପଡାରେ କାର୍ଯ୍ୟକର୍ତ୍ତା ସମାବେଶରେ କେନ୍ଦ୍ରମନ୍ତ୍ରୀ
ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ପଡି ରହିଲେ ଶିକ୍ଷକ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
ବଲାଙ୍ଗୀର: ସ୍କୁଲରେ ମଦ ପିଇ ମାତାଲ ଅବସ୍ଥାରେ ପଡିରହିଲେ ଶିକ୍ଷକ । ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅନ୍ତର୍ଗତ ଟେଙ୍ଗେରାପଥର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…
ରଖେ ହରି ତ ମାରେ କିଏ, ଯୁଦ୍ଧରେ ମୃତ ମହିଳାଙ୍କ ଠାରୁ ଜନ୍ମ ହେଲା ଜୀବନ୍ତ ଶିଶୁ
ନୂଆଦିଲ୍ଲୀ: କଥାରେ ଅଛି ରଖେ ହରି ତ ମାରେ କିଏ । ଯୁଦ୍ଧରେ ମୃତ୍ୟୁ ବରଣ କରିଥିବା ଜଣେ ମହିଳାଙ୍କ ଗର୍ଭରୁ ଜନ୍ମ ହେଲା ଏକ ଜୀବନ୍ତ ଶିଶୁ । ତେବେ ଯୁଦ୍ଧରେ ପୁରା ପରିବାର ମୃତ୍ୟୁ ବରଣ କରିଥିବା…
ସମ୍ବଲପୁରରେ ଅଗ୍ନିବୀର ପ୍ରଶିକ୍ଷାର୍ଥୀଙ୍କୁ ପରାମର୍ଶ ଦେଲେ କେନ୍ଦ୍ରମନ୍ତ୍ରୀ
ବୀରତ୍ୱର ଅର୍ଥ ଶାରିରୀକ କିମ୍ବା ମାନସିକ ଇଚ୍ଛାଶକ୍ତି ନୁହେଁ, ଉଦ୍ଦେଶ୍ୟ ସବୁଠୁ ବଡ଼ ହେବା ଦରକାର– ଧର୍ମେନ୍ଦ୍ର ପ୍ରଧାନ
• ଅଗ୍ନିବୀରଙ୍କ ବୀରତ୍ୱ ଓ ମାନସିକ ଦୃଢତା ଦେଶର ଭବିଷ୍ୟତ ସହ…
୬୭ ବର୍ଷ ରେ ପାଦ ରଖିଲେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ଚେୟାରମ୍ୟାନ୍ ତଥା ଏମଡି ମୁକେଶ ଅମ୍ବାନୀଙ୍କ ଆଜି ଜନ୍ମଦିନ । ମୁକେଶ ଅମ୍ବାନୀ ୬୭ ବର୍ଷ ରେ ପର୍ଦାପଣ କରିଛନ୍ତି । ୧୯୫୭ ଏପ୍ରିଲ ୧୯ ରେ ଜନ୍ମଗ୍ରହଣ…
କେଜରିଓ୍ବାଲ କୋଟି କୋଟି ଜନତାଙ୍କ ବିଶ୍ୱାସକୁ ଭାଙ୍ଗି ଦେଇଛନ୍ତି: ଆନ୍ନା
ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫଦାରୀ ସମ୍ପର୍କରେ ଆନ୍ନା ହଜାରେ ଏକ ଚିଠି ଲେଖିଛନ୍ତି। ଯେଉଁଥିରେ ସେ କହିଛନ୍ତି ଯେ ଦିଲ୍ଲୀ ସରକାରଙ୍କ ମଦ ନୀତି ଏବଂ ଏହା!-->…
ନିର୍ବାଚନ ନେଇ ବଡ଼ ବୟାନ ଦେଲେ ସୁର ରାଉତରାୟ …
ଭୁବନେଶ୍ୱର : ଜଟଣୀ ବିଧାୟକ ସୁର ରାଉତରାୟ ନିର୍ବାଚନୀ ସଭାରେ ବଡ ବୟାନ ଦେଇ କହିଛନ୍ତି, ସେ କଂଗ୍ରେସ ଛାଡିବେ ନାହିଁ । ମାତ୍ର ତାଙ୍କ ପୁଅ ଯେଉଁ ଦଳରୁ ପ୍ରାର୍ଥୀ ହେବେ ସେହି ଦଳକୁ ସେ ସମର୍ଥନ!-->…
ବିଧାୟକ ମହମ୍ମଦ ମୋକିମ୍ଙ୍କୁ ବଡ ଝଟକା
କଟକ: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍ଙ୍କୁ ବଡ ଝଟକା। କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ।
ନିର୍ବାଚନୀ!-->!-->!-->…
ସମ୍ବଲପୁରରେ ଭୀମ ଭୋଇ ଓ ଗଙ୍ଗାଧର ମେହେରଙ୍କ ଉପରେ ଡାକ ଟିକେଟ ଉନ୍ମୋଚନ କଲେ କେନ୍ଦ୍ରମନ୍ତ୍ରୀ
ଓଡ଼ିଶାର ସଂସ୍କୃତି, ସଭ୍ୟତା ଓ ସ୍ୱାଭିମାନ ପ୍ରତି ଉଚିତ୍ ସମ୍ମାନ - ଧର୍ମେନ୍ଦ୍ର ପ୍ରଧାନ
• ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୮ ଗୋଟି ଡାକ ଟିକେଟ ଉନ୍ମୋଚନ କଲେ!-->!-->!-->!-->!-->…