Browsing Category
WEATHER
ଥରିବ ଓଡ଼ିଶା; ଆହୁରି ଦୁଇ ଦିନ ଯାଏଁ ଘନ କୁହୁଡ଼ି
ଭୁବନେଶ୍ୱର: ଓଡ଼ିଶାର କିଛି ସ୍ଥାନରେ ଘନ କୁହୁଡ଼ି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସୂଚନା ଦେଇଛି।
ସୁନ୍ଦରଗଡ଼, କୋରାପୁଟ…
ହାଡଭଙ୍ଗା ଶୀତରେ ଥରୁଛି ଓଡିଶା: ୧୦ ଡିଗ୍ରୀ ତଳେ ୧୨ ସହର
ଭୁବନେଶ୍ୱର: ରାଜ୍ୟରେ ଅସମ୍ଭାଳ ଜାଡ଼। କଲବଲ କରୁଛି ଅସହ୍ୟ ଥଣ୍ଡା। ରାଜ୍ୟରେ ଏହି ଶୀତ ଜାରି ରହିବ। ଗୁରୁବାର ଓ ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ଢେଙ୍କାନାଳର ବିକ୍ଷିପ୍ତ ସ୍ଥାନରେ…
ଥରୁଛି ଓଡ଼ିଶା; ୧୦°C ତଳେ ୧୧ ସହର…
ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖ ଯାଏଁ ଓଡ଼ିଶାରେ ଶୀତ ଲହରୀ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇଛି।
ଡିସେମ୍ବର ୧୧ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼,…
ଆହୁରି ୩ ଦିନ ରାଜ୍ୟରେ ଜାରି ରହିବ ଶୀତ ଲହରୀ
ଭୁବନେଶ୍ୱର: ୧୨ ତାରିଖ ଯାଏଁ ରାଜ୍ୟରେ ଶୀତ ଲହରି ବହିପାରେ । ଅସମ୍ଭାଳ ଜାଡ଼ ସାଙ୍ଗକୁ କାଲୁଆ ପବନ ବୋହିବ । ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ଶୀତଲହରୀ ଜାରି…
ରାଜ୍ୟରେ ହାଡ଼ଭଙ୍ଗା ଶୀତ: ୨ ଡିଗ୍ରୀ ସେଲସିୟସକୁ ଖସିଲା ପାରଦ
ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ଶୀତ ଲହରୀ। ହାଡଭଙ୍ଗା ଶୀତକୁ ଜନଜୀବନ ଅସ୍ତବ୍ୟସ୍ତ। ୨ ଡିଗ୍ରୀ ସେଲସିୟସ ତାପମାତ୍ରାରେ ଥରିଲା ମୟୂରଭଞ୍ଜ। ଜିଲ୍ଲାରେ କୁହୁଡ଼ି ସାଙ୍ଗକୁ ହାଡ଼ଭଙ୍ଗା ଶୀତ।…
ପୁଣି ଥରେ ଫେରିଲା ଶୀତ;୪ସ୍ଥାନରେ ତାପମାତ୍ରା ୧୨ ଡିଗ୍ରୀ ତଳେ
ଭୁବନେଶ୍ୱର:ପୁଣି ରାଜ୍ୟକୁ ଫେରିଛି ଶୀତ । କନ୍ଧମାଳ ଜିଲ୍ଲାର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି । ୧୯ତାରିଖ ଠାରୁ ପାରଦ ପୁଣି ବଢ଼ିବାରେ ଲାଗିଥିଲା । ୧୫ଟି ସ୍ଥାନର…
ରାଜ୍ୟରେ ଘନ କୁହୁଡି ଆସ୍ତରଣ, ଆହୁରି ଖସିବ ରାତିର ତାପମାତ୍ରା
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଗାମୀ ୨ ଦିନ ମଧ୍ୟରେ ରାତିର ତାପମାତ୍ରାରେ ୨-୩ ଡିଗ୍ରୀ ହ୍ରାସ ପାଇବାର ପୂର୍ବାନୁମାନ କରିଛି।
ଆସନ୍ତା ୨ ଦିନ ମଧ୍ୟରେ ଓଡ଼ିଶାର ଅନେକ…
BayofBengal: ନଭେମ୍ବରରେ ଆସୁଛି ବର୍ଷା, ୨୨ରେ ଲଘୁଚାପ!
ଭୁବନେଶ୍ବର:ପୁଣି ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୨ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ସମ୍ଭାବ୍ୟ…
ଆସନ୍ତା ୩୦ ତାରିଖରୁ ଆହୁରି ବଢିବ ଶୀତର ପ୍ରକୋପ !
ଭୁବନେଶ୍ବର:ପାରଦ ଖସୁଛି, ଶୀତ ବଢୁଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଓଡ଼ିଶା ସବୁଠି ବଢିଲାଣି ଥଣ୍ଡା । କନ୍ଧମାଳ ଜିଲ୍ଲାରେ ୧୦ ଡିଗ୍ରୀ ତଳେ ପାରଦ ରହୁଛି । ଘନ କୁହୁଡି ସକାଳ ୯ଟା ପର୍ଯ୍ୟନ୍ତ…
ଦିନକୁ ଦିନ ଖସୁଛି ପାରଦ; କଟକ ଓ ଭୁବନେଶ୍ୱରରେ ୧୪ ଡିଗ୍ରୀ ତଳେ ପାରଦ
ଭୁବନେଶ୍ବର: ରାଜ୍ୟରେ ଖସୁଛି ପାରଦ। ଶନିବାର ଝାରସୁଗୁଡ଼ା ଓ ଫୁଲବାଣୀରେ ରାତି ତାପମାତ୍ରା ୧୦ ଡିଗ୍ରୀ ରହିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଏପଟେ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ…