Browsing Category
WEATHER
ବର୍ଷା ପ୍ରଭାବରେ କ୍ଷୟକ୍ଷତି, ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…
ରାଜ୍ୟରେ ନାହିଁ ବନ୍ୟା ସ୍ଥିତି : ଏସ୍ଆର୍ସି
ଭୁବନେଶ୍ୱର: ରାଜ୍ୟରେ ନାହିଁ ବନ୍ୟା ସ୍ଥିତି l ଏନେଇ ସୂଚନା ଦେଇଛନ୍ତି ଏସ୍ଆର୍ସି l ଆଜି ରାଜ୍ୟରେ ଲଗାଣ ବର୍ଷାର ସ୍ଥିତି ନେଇ ସମୀକ୍ଷା ବୈଠକ ବସିଥିଲା । ସ୍ୱତନ୍ତ୍ର ରିଲିଫ କମିଶନରଙ୍କ…
ଆଗାମୀ ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ; ପୌରାଞ୍ଚଳମାନଙ୍କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି l ଉତ୍ତର ଓଡିଶା,…
ବଙ୍ଗୋପସାଗରରେ ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ; ଏହି ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷିବ
ଭୁବନେଶ୍ବର: ଅବପାତରେ ପରିଣତ ହୋଇଛି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ । ଫଳରେ ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ତେବେ…
ଦିଲ୍ଲୀରେ ୧୦ ବର୍ଷର ରେକର୍ଡ ଭାଙ୍ଗିଲା ଚଳିତ ଅଗଷ୍ଟ ବର୍ଷା
ନୂଆଦିଲ୍ଲୀ: ଦିଲ୍ଲୀରେ ରେକର୍ଡ ଭାଙ୍ଗିଲା ଚଳିତବର୍ଷର ବର୍ଷା । ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ର ରିପୋର୍ଟ ମୁତାବକ, ସର୍ବାଧିକ ବର୍ଷା ଚଳିତ ମାସ ଅର୍ଥାତ୍ ଅଗଷ୍ଟ ମାସରେ ହୋଇଛି । ସହରରେ…
ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ରବିବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଜଗତସିଂହପୁର,…
ବର୍ଷା ଓ ବଜ୍ରପାତ ନେଇ ଓଡିଶାର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ମଙ୍ଗଳବାର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଏହି ଜିଲ୍ଲା ଗୁଡିକ ମଧ୍ଯରେ…
୯ ଜିଲ୍ଲାରେ ୩ ଘଣ୍ଟା ଯାଏଁ ପ୍ରବଳ ବର୍ଷିବ, ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର: ଭୁବନେଶ୍ୱର ଏବଂ କଟକ ସହର ସମେତ ଓଡିଶାର ୯ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଶୁକ୍ରବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ପାଣିପାଗ ବିଭାଗ ପକ୍ଷରୁ…
ବଜ୍ରପାତରୁ ରକ୍ଷା କରିବ ତାଳଗଛ !
ଭୁବନେଶ୍ବର: ବର୍ଷାଦିନେ ବଢୁଛି ବଜ୍ରପାତରେ ମୃତ୍ୟୁସଂଖ୍ୟା । ଗତବର୍ଷ ଓଡିଶାରେ ଦୁଇ ଘଣ୍ଟାରେ ୬୧ହଜାରରୁ ଅଧିକ ବଜ୍ରପାତ ହୋଇଥିଲା। ଏଥିରେ ୧୨ଜଣଙ୍କ ମୃତ୍ୟୁ ହୋଇଥିଲା । ପ୍ରତିବର୍ଷ…
ଆଗାମୀ ୨ ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ଯାଏଁ ଓଡିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)।
ଆଗାମୀ ଏକ ସପ୍ତାହ ଯାଏଁ ରାଜ୍ୟର…