Browsing Category
WEATHER
କେରଳ ଛୁଇଁଲା ମୌସୁମୀ
ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ସୂଚନା ଦେଲେ ଭାରତୀୟ ପାଣିପାଗ ବିଭାଗ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ ଯୋଗେ ସୂଚନା ଦେଇଛି…
ପ୍ରବଳ ଗୁଳୁଗୁଳି, ସକାଳୁ ସକାଳୁ ପାରଦ ୩୯ ଛୁଇଁଲାଣି
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସହ, ପ୍ରବଳ ଗୁଳୁଗୁଳି । ଆଜି ସକାଳୁ ସକାଳୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେଲାଣି । ଆଜି ସକାଳ ୮ଟା ୩୦ ସୁଦ୍ଧା ୩୯ ଡିଗ୍ରୀ ତାପମାତ୍ରା ସହ…
ପ୍ରବଳ ବର୍ଷାରେ ଭୁଶୁଡ଼ିଲା ପଥର ଖାଦାନ, ଚାଲିଗଲା ୧୦ ଜୀବନ
ଆଇଜଲ୍: ବାତ୍ୟା ରେମାଲ ପ୍ରଭାବରେ ଦେଶର ଅନେକ ସ୍ଥାନରେ ଜାରି ରହିଛି ବର୍ଷା । ପ୍ରବଳ ବର୍ଷା କାରଣରୁ ବିଭିନ୍ନ ଅଞ୍ଚଳରେ ଭୂସ୍ଖଳନ ହେବା ସହ ଅନେକ ସ୍ଥାନ ଜଳବନ୍ଦୀ ହୋଇ ରହିଛି । ଏହାର…
ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ
ଭୁବନେଶ୍ବର: ଆସନ୍ତା ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ବର୍ତମାନ ସମୟରେ ସ୍ଥିତି ଅନୁକୂଳ ଥିବାରୁ ୫ ଦିନ ଭିତରେ…
ଦୁର୍ବଳ ହେଲା ବାତ୍ୟା ରେମାଲ, ପଶ୍ଚିମବଙ୍ଗରେ ରଚିଲା ତାଣ୍ଡବ
ନୂଆଦିଲ୍ଲୀ: ଭୀଷଣ ରୂପ ଧରି ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି କରିବା ପରେ ଏବେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ‘ରେମାଲ’ । ଲ୍ୟାଣ୍ଡଫଲ ପରେ ଧିରେ ଧିରେ…
ଲଗାଣ ବର୍ଷାରେ ଉବୁଟୁବୁ କେରଳ, ଗଲାଣି ୧୧ ଜୀବନ
ତିରୁଅନନ୍ତପୁରମ: ଆଣ୍ଡାମାନ ନିକୋବର ଛୁଇଁଛି ମୌସୁମୀ । ସେପଟେ କିନ୍ତୁ କେରଳରେ ପ୍ରଳୟ ରଚିଲାଣି ପ୍ରାକ-ମୌସୁମୀ ବର୍ଷା । ଗତ ଏକ ସପ୍ତାହ ଧରି କେରଳରେ ପ୍ରବଳ ବର୍ଷା ଲାଗି ରହିଛି। ଜଳପ୍ରଳୟରେ…
ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’
ଭୁବନେଶ୍ବର:ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’। ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ…
ଜଳୁଛି ଉତ୍ତର ଭାରତ; ୪୮ ଡିଗ୍ରୀ ଛୁଇଁଲା ପାରଦ
ନୂଆଦିଲ୍ଲୀ: ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଦିଲ୍ଲୀ ସମେତ ରାଜସ୍ଥାନ, ପଞ୍ଜାବ, ହରିୟାଣା ଏବଂ ଉତ୍ତରପ୍ରଦେଶର ପଶ୍ଚିମାଞ୍ଚଳବାସୀ । ଏହାକୁ ନେଇ ଆଗାମୀ ୫ ଦିନ ଯାଏଁ ରେଡ୍ ଆଲର୍ଟ ଜାରି…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଓଡିଶାରେ ନାହିଁ ପ୍ରଭାବ
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ କେନ୍ଦ୍ରୀୟ ବଙ୍ଗୋପସାଗର ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଧିରେ ଧିରେ ଉତ୍ତର ବଙ୍ଗୋପସାଗର ଆଡକୁ ଗତି କରିବ । ୨୪ ତାରିଖ ସକାଳ ସୁଦ୍ଧା…