Browsing Category
WEATHER
ଆସନ୍ତାକାଲି ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ
ଭୁବନେଶ୍ୱର : ଆସନ୍ତା ୨୨ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପକୁ ନେଇ ଭୟ ବଢ଼଼ିବାରେ ଲାଗିଛି। ଏହି ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବା ନେଇ ଏକାଧିକ ମଡେଲ୍ ଆକଳନ…
ଦ୍ବିତୀୟ ପର୍ଯ୍ୟାୟ ଭୋଟିଂରେ ଅସହ୍ୟ ତାତି, ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ସକାଳୁ ସକାଳୁ ଜଳିଲାଣି ଭୁବନେଶ୍ବର । ଦିନ ସାଢେ ୮ ଟା ସୁଦ୍ଧା ୩୪ ଡିଗ୍ରୀ ଡେଇଁଲା ତାପମାତ୍ରା । ବାୟୁମଣ୍ଡଳରେ ଆର୍ଦ୍ରତା ୬୭ ପ୍ରତିଶତ ଥିବାରୁ ପ୍ରବଳ ଗୁଳୁଗୁଳି ଅନୁଭୂତ ମଧ୍ୟ…
ଆଗାମୀ ୩ରୁ ୪ ଦିନ ହେବ ଝଡ ବର୍ଷା
ଭୁବନେଶ୍ବର: ଆଗାମୀ ୩ରୁ ୪ ଦିନ ଝଡ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ । ରାଜ୍ୟରେ ବର୍ତ୍ତମାନ ମିଶ୍ରିତ ପାଗ ରହିଛି । ସକାଳେ ଖରା ହେଉଛି । ଅପରାହ୍ଣରେ ପ୍ରଭାବ ଦେଖାଉଛି କାଳବୈଶାଖୀ…
ବାଦଲଫଟା ବର୍ଷା, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ଜଣଙ୍କ ମୃତ୍ୟୁ
ହାଇଦ୍ରାବାଦ: ତେଲେଙ୍ଗାନାରେ ଗତକାଲି ପ୍ରବଳ ବର୍ଷା ହୋଇଛି। ହାଇଦ୍ରାବାଦରେ ବାଦଲଫଟା ବର୍ଷା ଯୋଗୁଁ ବାଚୁପାଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର…
୫ଦିନ ବର୍ଷା, ଆଜି ପାଇଁ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ଵର: ଲଗାତାର ୨୧ ଦିନର ହିଟ୍ ୱେବ୍ ପରେ କାଳବୈଶାଖୀ ବର୍ଷା ଆଣି ଦେଇଛି ଆସ୍ବସ୍ତି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିରୁ ତ୍ରାହି ପାଇଛନ୍ତି ରାଜ୍ୟବାସୀ । ପ୍ରାୟ ସମସ୍ତ ସହରରେ…
ଆଗାମୀ ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ବର: ରାଜ୍ୟରେ ତାତିରୁ ମିଳିପାରେ ଆଶ୍ବସ୍ତି । ଆଗାମୀ ୫ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା । ୩ ରୁ ୫ ଡିଗ୍ରୀ କମି ପାରେ ଦିନ ତାପମାତ୍ରା । ୭ ଏବଂ ୮ ତାରିଖରେ ତ୍ରୀବ ହୋଇପାରେ…
ପୁଣି ଫେରିଲା ତାତି, ୪୧ ଟପିଲା ତାପମାତ୍ରା
ଭୁବନେଶ୍ବର: ପୁଣି ସ୍ବାଭାବିକ ୪୦ ଟପିଲା ତାପମାତ୍ରା । ଦିନ ୨.୩୦ ସୁଦ୍ଧା ଭୁବନେଶ୍ବରରେ ୪୧.୬ ଡିଗ୍ରୀ ରେକର୍ଡ । ତେବେ ରାଜ୍ୟରେ ଅସହ୍ୟ ତାତି ଜାରି ରହିଥିବା ବେଳେ ଗତକାଲି ରେକର୍ଡ ପାର୍…
୫ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ସତର୍କତା
ଭୁବନେଶ୍ୱର: ରାଜ୍ୟରେ ପ୍ରଚଣ୍ତ ରୌଦ୍ୟତାପରେ ଜନଜୀବନ ଆଉଟୁପାଉଟୁ ହେଉଥିବାବେଳେ ଆଗାମୀ ୩ ଘଣ୍ଟାରେ ଭୁବନେଶ୍ୱର ସମେତ ୫ଟି ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ଜାରି କଲା ପାଣିପାଗ…
ଆଜି କଲବଲ କରିବ ତାତି; ୯ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
ଭୁବନେଶ୍ବର: ରାଜ୍ଯରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ। ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତ କିଛି ଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଆହୁରି ୩ ଦିନ ପ୍ରବଳ ଗ୍ରୀଷ୍ମ ପ୍ରବାହ…
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ଓଡ଼ିଶାର କିଛି ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ଵର: ଜଳୁଛି ସାରା ଓଡିଶା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ କଟକକୁ ରେଡ୍ ଆଲର୍ଟ ଜାରି କରାଯାଇଥିବାବେଳେ ଭୁବନେଶ୍ଵରକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗରମ ଏବଂ…