ସଂସଦରେ ମହାମହିମଙ୍କ ଅଭିଭାଷଣ, କହିଲେ ଗ୍ରାମୀଣ ଅର୍ଥ ବ୍ୟବସ୍ଥାକୁ ମିଳିବ…

ନୁଆଦିଲ୍ଲୀ: ସଂସଦର ମିଳିତ ଅଧିବେଶନକୁ ଗୁରୁବାର ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଅଷ୍ଟାଦଶ ଲୋକସଭା ଏବଂ ୨୬୪ ତମ ରାଜ୍ୟସଭାର ମିଳିତ ଅଧିବେଶନରେ ଆଜି ନିଜର…

ଟି୨୦ ବିଶ୍ୱକପ ଦ୍ୱିତୀୟ ସେମିଫାଇନାଲ : ପ୍ରତିଶୋଧ ଲକ୍ଷ୍ୟରେ ଭାରତ

ଗୁୟାନା: ବର୍ଷା ଆଶଙ୍କା ମଧ୍ୟରେ ୨୦୦୭ ଉଦଘାଟନୀ ସଂସ୍କରଣର ଚାମ୍ପିଅନ ଭାରତ ଓ ଦୁଇ ଥରର ବିଜେତା ଇଂଲଣ୍ଡ ମଧ୍ୟରେ ଖେଳାଯିବ ଚଳିତ ଟି-୨୦ ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ।…

ପୁରୀ ବାଣ ଟ୍ରାଜେଡି, ଓଡ଼ିଶା ମାନବାଧିକାର କମିଶନର ତଦନ୍ତ ଆରମ୍ଭ

ପୁରୀ: ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାରେ ପ୍ରାରମ୍ଭିକ ତଦନ୍ତ ଆରମ୍ଭ କରିଛନ୍ତି ଓଡ଼ିଶା ମାନବାଧିକାର କମିଶନ। ମାନବାଧିକାର କମିଶନଙ୍କ ନିର୍ଦ୍ଦେଶ କ୍ରମେ ଏକ…

ବର୍ଷା ଦିନେ ରାଜଧାନୀର ନଗ୍ନ ଚିତ୍ର, କିଛି ଏମିତି କହିଲା ବିଏମସି……

ଭୁବନେଶ୍ବର: ଅସରାଏ ବର୍ଷା ହେଲେ ଜଳମଗ୍ନ ହୋଇଯାଉଛି ରାଜଧାନୀ ଭୁବନେଶ୍ବର । ଜଳ ନିଷ୍କାସନ ପାଇଁ ପ୍ରତିବର୍ଷ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । ହେଲେ ବର୍ଷା ଦିନ ଆସିଲେ ପୁଣି…

ଲକ୍ଷ୍ମୀ ବସ ସେବାର ଭବିଷ୍ଯତ କ’ଣ? ବିଭାଗୀୟ ମନ୍ତ୍ରୀ ଦେଲେ ଜବାବ

ଭୁବନେଶ୍ୱର: ପକେଟକୁ ସୁହାଇଲା ଭଳି ଭଡା ଦେଇ ଜଣେ ଗାଁରୁ ଆସିପାରିବ ସହର। ନବୀନ ସରକାର ନିର୍ବାଚନର କେଇ ମାସ ପୂର୍ବରୁ ଏପରି ଏକ ଯୋଜନା ଘୋଷଣା କରିଥିଲେ। ଲକ୍ଷ୍ମୀ ଯୋଜନା ନାଁରେ…

କାହିଁକି ମନୋଜ ଆହୁଜା ହୋଇପାରନ୍ତି ମୁଖ୍ୟ ଶାସନ ସଚିବ ?

ଭୁବନେଶ୍ବର: ଓଡିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ କି ମନୋଜ ଆହୁଜା? କେନ୍ଦ୍ର ସରକାର ତାଙ୍କୁ ନିଜ ଗୃହ କ୍ୟାଡର ଓଡିଶାକୁ ଫେରାଇଦେବା ପରେ ବଢିଛି ଚର୍ଚ୍ଚା । କେନ୍ଦ୍ରୀୟ…

ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ

ଭୁବନେଶ୍ବର: ଖୁବଶିଘ୍ର ମହାନଦୀ ଜଳ ବିବାଦର ହେବ ସମାଧାନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ। ଏହି ବିବାଦ ରାଜ୍ୟ ରଜ୍ୟ ମଧ୍ୟରେ ଆଲୋଚନା କରାଯାଇ…

ଲୋକସଭାରେ ବିରୋଧୀ ଦଳ ନେତା ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି…

ଏମପିଲାଡ୍ କାର୍ଯ୍ୟକ୍ରମ ପାଇଁ ସମ୍ବଲପୁରକୁ ନୋଡାଲ୍ ଜିଲ୍ଲା ଭାବେ ଚୟନ…

• ସମ୍ବଲପୁର ସମେତ ଅନୁଗୋଳ ଓ ଦେବଗଡରେ ବିକାଶମୂଳକ କାର୍ଯ୍ୟ ହେବ ତ୍ୱରାନ୍ୱିତ ନୂଆଦିଲ୍ଲୀ/ଭୁବନେଶ୍ୱର, ଜୁନ ୨୬ - ମାନନୀୟ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ତଥା ସମ୍ବଲପୁର ସାଂସଦ…

ସଂସଦରେ ଦୁର୍ଲଭ ଦୃଶ୍ୟ! ହାତ ମିଳାଇଲେ ପିଏମ ମୋଦୀ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଦ୍ୱିତୀୟ ଥର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା। ବାଚସ୍ପତି ଭାବେ ନିର୍ବାଚିତ ହେବା ପରେ ଓମ୍ ବିର୍ଲାଙ୍କୁ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଓ ବିରୋଧୀ ଦଳ…