ନିଟ୍ ବିବାଦ ଭିତରେ ୟୁଜିସି-ନେଟ୍ ପରୀକ୍ଷା ବାତିଲ, ସିବିଆଇ ତଦନ୍ତ…

ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବା ବେଳେ ଏବେ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିଛି। ଏହାପରେ ଶିକ୍ଷା…

ବଢିପାରେ ଖରା ଛୁଟି!, କିଛି ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…..

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ମୌସୁମୀ କାରଣରୁ କିଛି କିଛି ସ୍ଥାନରେ ବର୍ଷା ଟିକେ ଆଶ୍ବସ୍ତି ଆଣିଥିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ବୁକୁ ଫାଟୁଛି । ଏହାକୁ…

ଅଲିମ୍ପିକ୍ସ ପୂର୍ବରୁ ଫର୍ମରେ ନୀରଜ, ପାଭୋ ନୁର୍ମି ଗେମ୍ସରେ ଜିତିଲେ…

ନୂଆଦିଲ୍ଲୀ: ଅଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ଭାରତୀୟ ଆଥଲେଟ ନୀରଜ ଚୋପ୍ରା ପାଭୋ ନୁର୍ମି ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି । ଜାଭେଲିନ ଥ୍ରୋରେ ନୀରଜ ୮୫.୯୭ ମିଟର ଦୂରତାକୁ…

ସୋନାକ୍ଷୀଙ୍କ ବାହାଘର ‘ଖାମୋସ’ ଶତ୍ରୁଘ୍ନ !

ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ଖୁବ୍ ଶୀଘ୍ର ବୟଫ୍ରେଣ୍ଡ ଜହିର ଇକବାଲଙ୍କୁ ବିବାହ କରିବାକୁ ଯାଉଛନ୍ତି । କୁହାଯାଉଛି, ସୋନାକ୍ଷୀଙ୍କ ବିବାହକୁ ନେଇ ଖୁସି…

ଡ୍ରେନ୍ ଯନ୍ତ୍ରଣା; ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଲେ…

ଭୁବନେଶ୍ବର: ଦିନକୁ ଦିନ ବଢିଚାଲିଛି ଡ୍ରେନ୍ ସମସ୍ୟା । କେଉଁଠି ମୁକୁଳା ତ ଆଉ କେଉଁଠି ଧସେଇ ପଡିଲାଣି ମାଟି । ଆଉ ବର୍ଷା ଦିନ ଆସିଲେ ତ କଥା ସରିଲା । ଜଳମୟ ରାସ୍ତାରେ ଡ୍ରେନ୍…

ଆଇସକ୍ରିମରୁ କଟା ଆଙ୍ଗୁଠି ବାହାରିବା ମାମଲା, ବଡ ଖୁଲାସା କଲା ମୁମ୍ବାଇ…

ମୁମ୍ବାଇ: ଆଇସକ୍ରିମରୁ ମଣିଷର କଟା ଆଙ୍ଗୁଠି ବାହାରିବା ଘଟଣାରେ ପୋଲିସ ହାତରେ ଲାଗିଛି ବଡ ତଥ୍ୟ। ଆଙ୍ଗୁଠିଟି କାହାର ସେନେଇ ସ୍ପଷ୍ଟ କରିଛି ମୁମ୍ବାଇ ପୋଲିସ । ତେବେ ଏନେଇ କୌଣସି…

ମହାନଦୀ ପ୍ରସଙ୍ଗ ଉଠାଇ ମୋହନ ସରକାର ଆଗରେ ବଡ ଆହ୍ବାନ ରଖିଲା ବିଜେଡି

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରରେ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ…

ବଦଳିବ ରୂପରେଖ, ପୁରୁଣା ସମ୍ମାନ ଫେରିପାଇବ ନାଳନ୍ଦା ବିଶ୍ବବିଦ୍ୟାଳୟ

ରାଜଗିରି: ନୂଆ ରୂପ ପାଇବାକୁ ଯାଉଛି  ଐତିହ୍ୟ ନାଳନ୍ଦା । ଫରିବାକୁ ଯାଉଛି ପୁରୁଣା ଦିନ । ପୁଣି ବିଷ୍ବରେ ଝଲସିବ ନାଳନ୍ଦାର କିର୍ତ୍ତୀ । ବୁଧବାର ବିହାରର ରାଜଗିରର ନାଳନ୍ଦା…

ବଢ଼ିବାରେ ଲାଗିଛି କେଜ୍ରିୱାଲଙ୍କ ଅଡୁଆ

ନୂଆଦିଲ୍ଲୀ: ବଢ଼ିଲା ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଅଡୁଆ । କେଜରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୩ ପର୍ଯ୍ୟନ୍ତ ବୃଦ୍ଧି…

ବହୁ ପ୍ରତିକ୍ଷାର ଅନ୍ତ; ଜୁଲାଇ ୮ରେ ଖୋଲିବ ରତ୍ନ ଭଣ୍ଡାର

ପୁରୀ: ସବୁ ତର୍କବିତର୍କ ଉପରେ ଲାଗିବ ବିରାମ । ଖୋଲିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ଆସନ୍ତା ଜୁଲାଇ ୮ ତାରିଖରେ ରତ୍ନ ଭଣ୍ଡାର ଖୋଲାଯିବ । ଜୁଲାଇ ୭ରେ ମହାପ୍ରଭୁଙ୍କ ରଥଯାତ୍ରା…