ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ଅନୁଗୁଳ

ଭୁବନେଶ୍ବର: ଭାରତର ରାଜଧାନୀ ଦିଲ୍ଲୀ ପରେ ଏବେ ଓଡିଶାରେ ବୃଦ୍ଧି ପାଉଛି ପ୍ରଦୁଷଣ । ଯାହା ଏବେ ଚିନ୍ତାର ବିଷୟ ପାଲଟିଛି । ରାଜ୍ୟର ଅନେକ ସ୍ଥାନର ପ୍ରଦୂଷଣର ମାତ୍ରା ସାଂଘାତିକ

ଜଘନ୍ୟ ହତ୍ୟାକାଣ୍ଡ, ସାମାନ୍ୟ ବଚସାକୁ ନେଇ ମାରିଦେଲା ସାଙ୍ଗ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲାର ଜଙ୍କିଆ ଥାନା ଅନ୍ତର୍ଗତ ଶଗଡ଼ଭଙ୍ଗା ଗ୍ରାମରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ ସାଙ୍ଗ ନିଜ

ଅପରେସନ ନୀଳ ଜହର

ବାଲିଗୁଡ଼ା: କନ୍ଧମାଳରେ ଜାରି ରହିଛି ଅପରେସନ୍ ନୀଳ ଜହର। ନଷ୍ଟ ହେଲାଣି ୮୨ କୋଟି ଟଙ୍କାର ବେଆଇନ୍ ଗଞ୍ଜେଇ ଗଛ । କନ୍ଧମାଳ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦ୍ଦେଶକ୍ରମେ

ପୁଣି ଆଉ ଏକ ପିକ୍‌‌ନିକ୍‌‌ ବସ୍‌‌ ଦୁର୍ଘଟଣାଗ୍ରସ୍ତ ; ୫ ଗୁରୁତର

କାମାକ୍ଷାନଗର : ପୁଣି ଆଉ ଏକ ପିକ୍‌‌ନିକ୍‌‌ ବସ୍‌‌ ଦୁର୍ଘଟଣାଗ୍ରସ୍ତ। ଗୁରୁବାର ସକାଳେ ମହାବୀରରୋଡ ଥାନା ଭେଜିଆ ଛକରେ ସଡକ ଦୁର୍ଘଟଣା ଘଟିଛି। ପିକ୍‌‌ନିକ୍‌‌ ବସ୍‌‌ର ସିରିଜ

ରାଜଧାନୀ ଏମସ୍‌‌ରେ ଅଗ୍ନିକାଣ୍ଡ

ଦେଶର ରାଜଧାନୀ ଦିଲ୍ଲୀ ସ୍ଥିତ ଏମସ୍‌‌ରେ ଗୁରୁବାର ସକାଳେ ଅଗ୍ନିକାଣ୍ଡ ଘଟିଛି। ସୌଭାଗ୍ୟବଶତଃ ଅଗ୍ନିକାଣ୍ଡରେ କେହି ବ୍ୟକ୍ତିଙ୍କର କ୍ଷୟକ୍ଷତି ହୋଇ ନାହିଁ। ଅଗ୍ନିକାଣ୍ଡର କାରଣ

ଇରାନରେ ବୋମା ବିସ୍ଫୋରଣ, ୧୦୩ ମୃତ

ଇରାନର କେରମାନ ସହରରେ ଆତଙ୍କବାଦୀଙ୍କ ବୋମା ବିସ୍ଫୋରଣରେ ବୁଧବାର ଶତାଧିକ ଲୋକଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇଛନ୍ତି। ଇରାନର ଦିବଂଗତ ସାମରିକ ନେତା ମେଜର ଜେନେରାଲ

ବିଡିଏ ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମିଳିଲା ଅନୁମୋଦନ

ଭୁବନେଶ୍ବର: ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏନ୍‌ଫୋର୍ସମେଣ୍ଟ ବ୍ୟବସ୍ଥା ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ। ଗୁରୁବାର ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ

ନାବାଳିକା ଦୁଷ୍କର୍ମକାରୀକୁ ୨୦ବର୍ଷ ଜେଲ୍

ନାବାଳିକା ଦୁଷ୍କର୍ମକାରୀକୁ ଦୋଷୀ ସାବ୍ୟସ୍ତ କରି ଫାଷ୍ଟ ଟ୍ରାକ୍‌‌ କୋର୍ଟ କେନ୍ଦୁଝରର ବିଚାରପତି ବୁଧବାର ୨୦ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ସଦର ଥାନା ଅଞ୍ଚଳରେ ୧୬ବର୍ଷର

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା; ଆଉ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଭୁବନେଶ୍ୱର ପାଣ୍ଡରାସ୍ଥିତ ହାଇଟେକ୍ ହସ୍ପିଟାଲରେ ହୋଇଥିବା ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର